ପାକିସ୍ତାନର ପାଗଳାମି ପୁଣି ବାହାରିଲା: କାଶ୍ମୀରକୁ ନିଜର ଦେଖାଇ ଇମରାନଙ୍କ ନୂଆ ପଲିଟିକାଲ ମ୍ୟାପ୍ ଜାରି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ଲାହୋର ୦୫/୦୮ : ନେପାଳ ରାସ୍ତାରେ ପାକିସ୍ତାନ । ପାକ୍ର ଇମରାନ ଖାନ ସରକାର ଏବେ ବିବଦୀୟ ନକ୍ସା ଜାରି କରିଛନ୍ତି । ଏଥିରେ ପାକିସ୍ତାନ କାଶ୍ମୀରକୁ ନିଜର ବୋଲି ଦାବି କରିଛି । ପୂର୍ବରୁ ପାକିସ୍ତାନ କେବଳ ପିଓକେକୁ ନିଜର ବୋଲି ଦାବି କରୁଥିଲା ।!-->…