Browsing Tag

new year

ନୂଆବର୍ଷରେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ/ଭୁବନେଶ୍ବର ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନୂଆବର୍ଷରେ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ନିରାଶ ହେବାକୁୁ ପଡ଼ିବ। ସାଧାରଣ ଭକ୍ତଙ୍କୁ ଜଗାଦର୍ଶନ ପାଇଁ ଅନୁମତି ମିଳିବ ନାହିଁ। ଅର୍ଥାତ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ନୂଆବର୍ଷ ଉପ‌ଲକ୍ଷେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ।…

ନୂତନ ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କବିତା – ‘ଅଭି ତୋ ସୁରଜ ଉଗା ହେ…..’

ନୂଆଦିଲ୍ଲୀ : ବର୍ଷ ୨୦୨୦ ଶେଷ ହୋଇଛି ଏବଂ ନୂତନ ବର୍ଷ ୨୦୨୧ ଏକ ନୂଆ ସକାଳ ସହିତ ଆରମ୍ଭ ହୋଇଛି। ଏହି ନୂତନ ବର୍ଷ ପାଇଁ ଲୋକମାନେ ବହୁତ ଉତ୍ସାହିତ ଅଛନ୍ତି କାରଣ ଗତ ବର୍ଷ ଅତ୍ୟନ୍ତ ଦୁଃଖଦାୟକ ଏବଂ ଯନ୍ତ୍ରଣାଦାୟକ ଥିଲା । ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ…

ନୂଆବର୍ଷ ପାଇଁ ଦିଲ୍ଲୀ ଓ ମୁମ୍ବଇରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ ନିମନ୍ତେ ଆୟୋଜନ କରାଯାଉଥିବା ‘‘ଜିରୋ ନାଇଟ୍’’ ଓ ନୂଆବର୍ଷ ପାଳନ ପାଇଁ ଦିଲ୍ଲୀ ସରକାର କଟକଣା ଜାରି କରିଛନ୍ତି। ଆଜି ଓ ଆସନ୍ତାକାଲି ଆର୍ଥାତ ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ…
error: Content is protected !!
Open chat