କରୋନାରେ ମୃତ ୧୭ କର୍ମଜୀବୀ ସାମ୍ବାଦିକଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁର ଅନୁକମ୍ପାମୂଳକ ସହାୟତା
ଭୁବନେଶ୍ୱର ୨୩/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଗତ ଦିନରେ କରୋନା ଭାଇରସ ସଂକ୍ରମଣରେ ମୃତ ରାଜ୍ୟର ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିଛନ୍ତି । କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ଏହି ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ!-->…