ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପାଇଁ ବଢିଲା ଅଡୁଆ, ୪.୨୦ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି
ନୂଆଦିଲ୍ଲୀ ୧୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ମାମଲାରେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆକ୍ସନ ମୋଡକୁ ଆସିଛି । ବେଆଇନ ଅର୍ଥ କାରବାର ମାମଲାରେ ଶୁକ୍ରବାର ଦିନ ଇଡି ପକ୍ଷରୁ ଅନୀଲ ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସଂପତ୍ତି ଜବତ!-->…