ବାଂଲାଦେଶ ନାରାୟଣଗଞ୍ଜ କାରଖାନା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି
ବାଂଲାଦେଶ ୦୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ନାରାୟଣଗଞ୍ଜର ଶେଜାନ ଜୁସ କାରଖାନାରେ ଅଗ୍ନିକାଣ୍ଡରେ ଅତି କମରେ ୫୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ୫୨ ଜଣ ପ୍ରାଣ ହରାଇଥିବା ଢାକା ଟ୍ରିବ୍ୟୁନ୍ ରିପୋର୍ଟ!-->…