Browsing Tag

no

ଏଥର ବି ଆୟୋଜନ ହେବନି ବିିଶ୍ବ ପ୍ରସିଦ୍ଧ ଧନୁଯାତ୍ରା! ବୈଠକ ପରେ ବି ନିଷ୍ପତ୍ତି ଲଟକିଲା

ବରଗଡ଼ ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଏଥର ଧନୁଯାତ୍ରା ହେବ ନା ନାହିଁ, ଏହାର ଜବାବ କାହାରି ପାଖରେ ନାହିଁ। ବରଗଡ଼ର ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ସକାଶେ ଆୟୋଜିତ ପ୍ରଥମ ବୈଠକରେ ବି ଏନେଇ କିଛି ନିଷ୍କର୍ସ ବାହାରି ପାରିଲା ନାହିଁ। ତେଣୁ ଧନୁଯାତ୍ରା ଆୟୋଜନ ନିଷ୍ପତ୍ତି ପୁଣି ଲଟକି ରହିଛି।…

ନୂଆବର୍ଷରେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ/ଭୁବନେଶ୍ବର ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନୂଆବର୍ଷରେ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ନିରାଶ ହେବାକୁୁ ପଡ଼ିବ। ସାଧାରଣ ଭକ୍ତଙ୍କୁ ଜଗାଦର୍ଶନ ପାଇଁ ଅନୁମତି ମିଳିବ ନାହିଁ। ଅର୍ଥାତ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ନୂଆବର୍ଷ ଉପ‌ଲକ୍ଷେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ।…

କୋଭାକ୍ସିନ ଉତ୍ପାଦନରେ ବାଛୁରୀ ସିରମ ବ୍ୟବହାର କରାଯାଉନାହିଁ : ସରକାର

ନୂଆଦିଲ୍ଲୀ ୧୬/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା ଟିକା କୋଭାକ୍ସିନ ପ୍ରସ୍ତୁତିରେ କଣ ବାଛୁରୀ ସିରମ (ରକ୍ତ ନମୁନା) ବ୍ୟବହାର ହେଉଛି ? ଏପରି ଏକ ପ୍ରଶ୍ନ ସାରା ଦେଶରେ ଏବେ ଚର୍ଚ୍ଚାର ବିଷୟ ହୋଇଛି ? କୋଭାକ୍ସିନ ପ୍ରସ୍ତୁତିରେ କଅଁଳା ବାଛୁରୀର ରକ୍ତ ବ୍ୟବହାର କରାଯାଉଥିବା…

ରାଜଧାନୀରେ ପାଳନ ହେବନି ଜିରୋ ନାଇଟ : ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, କ୍ଲବ, କନଭେନସନ୍ ହଲ୍ ଓ କଲ୍ୟାଣ ମଣ୍ଡପ ଆଦିରେ ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି। ଜନସମାଗମ ଉପରେ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ରୋକ ଲଗାଯାଇଛି। ଏନେଇ ବିଏମସି କମିସନର ନିର୍ଦ୍ଦେଶନାମା…

କୋଭିଡ ଯୋଗୁ ହେବନି ସଂସଦର ଶୀତ ଅଧିବେଶନ

ସଂସଦର ଶୀତକାଳୀନ ଅଧିବେଶନ ବସିବ ନାହିଁ। ଏ ନେଇ ସରକାର ବିରୋଧୀଦଳର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ବିରୋଧୀ ଦଳଗୁଡିକ ସଂସଦର ଶୀତକାଳୀନ ଅଧିବେଶନ ଡାକିବା ପାଇଁ ଦାବି କରିଛନ୍ତି। ସରକାର ବିରୋଧୀ ଦଳଙ୍କୁ ପ୍ରଶ୍ନ କରିଛନ୍ତି ଯେ ମୌସୁମୀ ଅଧିବେଶନକୁ ଶୀଘ୍ର ବନ୍ଦ କରିବାକୁ କହିଥିବା…

କରୋନା ରୋଗୀଙ୍କ ଘର ବାହାରେ ଲାଗିବନି ପୋଷ୍ଟର: ସୁପ୍ରମିକୋର୍ଟ

ନୂଆଦିଲ୍ଲୀ: ଏଣିକି ସରକାର କରୋନା ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇପାରିବେନି। ଏହା ଉପରେ ସୁପ୍ରିମକୋର୍ଟ ଅଙ୍କୁଶ ଲଗାଇଛନ୍ତି। କୌଣସି ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ ତାଙ୍କ ଘର ବାହାରେ ପ୍ରଶାସନ ପକ୍ଷରୁ ଚେତାବନୀ ସମ୍ପର୍କିତ ପୋଷ୍ଟର ବା ସାଇନେଜ୍‌ ଲଗାଯାଉଛି। କିନ୍ତୁ…

ବନ୍ଦ ହେବ ନାହିଁ ଫସଲର ସହାୟକ ମୂଲ୍ୟ ଓ ମଣ୍ଡି; ଚାଷୀମାନେ ବିଭ୍ରାନ୍ତକର ପ୍ରଚାରରୁ ଦୂରେଇ ରୁହନ୍ତୁ: ତୋମାର

ନୂଆଦିଲ୍ଲୀ: ବିଭିନ୍ନ ଫସଲର ସହାୟକ ମୂଲ୍ୟ ସରକାର ବନ୍ଦ କରିବେ ନାହିଁ କିମ୍ବା ମଣ୍ଡି ବ୍ୟବସ୍ଥାର ଉଚ୍ଛେଦ ହେବ ନାହିଁ । କେନ୍ଦ୍ର ସରକାର ଏହି ପ୍ରତିଶ୍ରୁତି ଦେଇଛନ୍ତି । ମାତ୍ର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏପରି ଅପପ୍ରଚାର କରୁଥିବାରୁ ଚାଷୀମାନେ ଏଥିରୁ ଦୂରେଇ ରହିବାକୁ କେନ୍ଦ୍ର…

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି…

ଅଫିସ ତିଆରି କରିବା ପାଇଁ ଟଙ୍କା ନାହିଁ, ସେହି ଭଙ୍ଗ‌ା ଅଫିସରେ କାମ କରିବି: କଙ୍ଗନା ରାଣାୱତ୍

କଳିଙ୍ଗ ଜ୍ୟୋତି ବ୍ୟୁରୋମୁମ୍ବାଇ ୧୧/୦୯ : ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଅଭିନେତ୍ରୀଙ୍କ ମୁମ୍ବାଇ କାର୍ଯ୍ୟାଳୟ ବିଏମସିର ବୁଲଡୋଜରର ଶିକାର ହୋଇଥିଲା। ସେପ୍ଟେମ୍ବର ୯ରେ, କଙ୍ଗନା ମନାଲିରୁ ମୁମ୍ବାଇ ଫେରିଥିବାବେଳେ ବିଏମସି…

କରୋନା ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ମାମଲାରେ ଗ୍ରାହକଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ଖାତାକୁ ବ୍ୟାଙ୍କ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ : କରୋନା ମହାମାରୀ ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ଗ୍ରାହକମାନଙ୍କୁ ସୁପ୍ରିମକୋର୍ଟ ବଡ଼ ଧରଣର ଆଶ୍ବସ୍ତି ପ୍ରଦାନ କରିଛନ୍ତି। ମୋରାଟୋରିଅମ ମାମଲାର ଶୁଣାଣି କରି କୋର୍ଟ ଆଜି ସ୍ପଷ୍ଟ କରିଛନ୍ତି ଯେ ଯେଉଁ ଗ୍ରାହକମାନେ ଅଗଷ୍ଟ ୩୧ ପର୍ଯ୍ୟନ୍ତ…
error: Content is protected !!
Open chat