ନିରାଶ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ମିଳିଲାନି ଜାମିନ
ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଥିବାର ଖବର ମିଳିଛି। ଦୁର୍ନୀତି ଅଭିଯୋଗରେ ଝାରପଡ଼ା ଜେଲରେ ଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଭୁବନେଶ୍ୱର ଏଡିଜେ-୩ ଖାରଜ କରିଥିବା ଜଣାଯାଇଛି।ଉଲ୍ଲେଖଯୋଗ୍ୟ, ଆଜି ପୂର୍ବାହ୍ନରେ କୋର୍ଟ!-->…