କନ୍ଧମାଳରେ ସ୍ମାର୍ଟ ସ୍କୁଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ
ଘୁ.ଉଦୟଗିରି ୨୯/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ହଳଦୀ ପ୍ରୋସେସିଙ୍ଗ ୟୁନିଟ ବୁଲି ଦେଖିଲା ପରେ ନୂତନ ଭାବରେ ନିର୍ମାଣ ହୋଇଥିବା ଓପିଟିସିଏଲ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ଷ୍ଟେସନ ପରିଦର୍ଶନ କରିଛନ୍ତି। ଏହା ପରେ ମୁଖ୍ୟ ଶାସନ ସଚିବ!-->…