ବଲିଉଡ ଅଭିନେତ୍ରୀ ଜୁହି ଚାୱଲାଙ୍କୁ ଝଟକା, ଯାଚିକା ଖାରଜ କରି ୨୦ ଲକ୍ଷ ଟଙ୍କାର ଜରିମାନା ଲଗାଇଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ତଥା ପରିବେଶବିତ ଜୁହି ଚାୱଲାଙ୍କୁ ଝଟକା ଦେଲେ ଦିଲ୍ଲୀ ହାଇକୋର୍ଟ | ଶୁକ୍ରବାର ଦିନ ଦିଲ୍ଲୀ ହାଇକୋର୍ଟ ଅଭିନେତ୍ରୀ ଜୁହି ଚାୱଲାଙ୍କ ୫ଜି ନେଟୱାର୍କିଂ ବିରୋଧରେ ଦାଖଲ କରିଥିବା ଆବେଦନକୁ ଖାରଜ କରି ଦିଲ୍ଲୀ ହାଇକୋର୍ଟ ଅଭିଯୋଗକାରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା!-->…