ଏଣିକି ୩ ସନ୍ତାନ ଜନ୍ମ ଦେଇପାରିବେ ଚୀନ ଦମ୍ପତି; ବୃଦ୍ଧାବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଆଇନ ବଦଳାଇଲେ ସରକାର
ବେଜିଂ: ବୃଦ୍ଧା ବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଏବଂ ଜନସଂଖ୍ୟା ବୃଦ୍ଧିରେ ଗତିରୋଧ ଯୋଗୁ ଚିନ୍ତିତ ହୋଇପଡ଼ିଥିବା ଚୀନ ଏକ ବଡ଼ ନିଷ୍ପତ୍ତି ନେଇଛି। ଚୀନ ସରକାର ପରିବାର ନିୟୋଜନ ନିୟମକୁ କୋହଳ କରିବା ଲାଗି ଘୋଷଣା କରିଛନ୍ତି। ସୋମବାର ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଏଣିକି ଚୀନରେ!-->…