ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତିଭୀଷଣ ବାତ୍ୟାର ରୂପ ନେବ ୟାସ୍, ୨୬ ତାରିଖ ମଧ୍ୟାହ୍ନରେ ଛୁଇଁବ ସ୍ଥଳଭାଗ
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାତ୍ୟା ୟାସ୍ ବର୍ତ୍ତମାନ ସମୁଦ୍ର ମଧ୍ୟରେ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇଛି । ଆଗାମୀ ୨୪ ଘଂଟାରେ ଏହା ଅତିଭୀଷଣ ବାତ୍ୟାର ରୂପ ନେବ । କ୍ରମଶଃ ଓଡ଼ିଶା ଉପକୂଳ, ବାତ୍ୟାର କେନ୍ଦ୍ରସ୍ଥଳ ମଧ୍ୟରେ ଥିବା ବ୍ୟବଧାନ କମିବାରେ!-->…