Browsing Tag

odia sambad

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀରେ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ଆଜି ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫- ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଭକ୍ତଙ୍କ ଦର୍ଶନ ପାଇଁ କେଉଁ ସବୁ ବ୍ୟବସ୍ଥା କରାଯାଇଛି ସେନେଇ ଜିଲ୍ଲାପାଳ ଓ ଏସପିଙ୍କ

ମମତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା; ୪ ବିଜେପି ନେତାଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌

ନୂଆଦିଲ୍ଲୀ: ୪ ବିଜେପି ନେତାଙ୍କ ବିରୋଧରେ ପଶ୍ଚିମବଙ୍ଗ ସରକାର ଗ୍ରହଣ କରିଥିବା ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ବିଜେପି ସାଧାରଣ ସମ୍ପାଦକ କୈଳାସ ବିଜୟବର୍ଗୀୟ, ବରିଷ୍ଠ ନେତା ମୁକୁଲ ରାୟ, ସାଂସଦ ଅର୍ଜୁନ ସିଂହଙ୍କ ସମେତ ୪ ନେତାଙ୍କ ବିରୋଧରେ ରୁଜୁ

ଆମେ ମୁଣ୍ଡ ନୁଆଁଇ, ହାତ ଯୋଡି ସବୁ ପ୍ରସଙ୍ଗରେ କୃଷକଙ୍କ ସହ ଆଲୋଚନା କରିବାକୁ ପ୍ରସ୍ତୁତ : ପ୍ରଧାନମନ୍ତ୍ରୀ ମୋଦୀ

ବିରୋଧୀଙ୍କ ଉପରେ ବର୍ଷିଲେ ମୋଦୀ ନୂଆଦିଲ୍ଲୀ : କୃଷି ଆଇନକୁ ନେଇ ଦେଶରେ କ୍ରମାଗତ ୨୩ ଦିନ ଚାଷୀ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର କୃଷକମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ବିରୋଧୀ ଦଳକୁ ଟାର୍ଗେଟ କରି ସେ

ହିନ୍ଦୁ ଦେବୀ-ଦେବତାଙ୍କୁ ଫେସବୁକରେ ଅଭଦ୍ର ମନ୍ତବ୍ୟ ଦେଇ କିରଣ ଯାଦବ ଗିରଫ

ବୈଶାଳୀ,୧୮।୧୨:ସୋସିଆଲ ମିଠିଆରେ ସବୁବେଳେ ହିନ୍ଦୁ ଦେବା-ଦେବୀଙ୍କ ବିରୋଧରେ ଅଭଦ୍ର ମନ୍ତବ୍ୟ ଦେଉଥିବା ବିହାରର କିରଣ ଯାଦବ ଗିରଫ ହୋଇଛନ୍ତି। କିରଣ ଯାଦବଙ୍କ ଉପରେ ଲୋକଙ୍କ ଧାର୍ମିକ ଭାବନାକୁ ଆଘାତ ଦେଉଥିବାର ଅଭିଯୋଗ ରହିଛି। ସୋସିଆଲ ମିଡିଆ ଜରିଆରେ ଗତ କିଛି ଦିନ ଧରି  ଖୁବ୍ ଚର୍ଚ୍ଚାର

“ବାବା କା ଢାବା” ମାଲିକଙ୍କୁ ଜୀବନରୁ ମାରିଦେବାକୁ ଧମକ, ପୋଲିସର ସହାୟତା ଲୋଡିଲେ କାନ୍ତା ପ୍ରସାଦ

ନୂଆଦିଲ୍ଲୀ: ‘ବାବା କା ଢାବା’ ଚଳାଉଥିବା କାନ୍ତା ପ୍ରସାଦଙ୍କୁ ଜୀବନରୁ ମାରି ଦେବାକୁ ଧମକ ମିଳିଛି । କାନ୍ତା ପ୍ରସାଦ ଏଥିପାଇଁ ଦିଲ୍ଲୀର ମାଲିବୀୟ ନଗର ପୋଲିସ ଷ୍ଟେସନରେ ଏକ ମାମଲା ରୁଜୁ କରିଛନ୍ତି । ଢାବାର ମାଲିକ କାନ୍ତା ପ୍ରସାଦ ମାମଲାରେ କହିଛନ୍ତି ଯେ କେହି ଅଜଣା ବ୍ୟକ୍ତି ତାଙ୍କୁ

ମହିଳା କନେଷ୍ଟବଳଙ୍କ ସହ ପ୍ରେମ ପ୍ରତାରଣା ମହଙ୍ଗା ପଡ଼ିଲା: ପୁଲିସ ଅଧିକାରୀ ଥାନାରେ ଅଟକ

ଭବାନୀପାଟଣା: ମାଲକାନଗିରିର ଜଣେ ରସିକିଆ ପୁଲିସ ଅଧିକାରୀଙ୍କୁ ଥାନାରେ ଅଟକ ରଖାଯାଇଥିବାର ଖବର ମିଳିଛି। ମାଲକାନଗିରି ସଦର ଡିଏସପି ଅକ୍ଷୟ ନାୟକ କଳାହାଣ୍ଡି ପୁଲିସ ଦ୍ବାରା ଅଟକ ହୋଇଛନ୍ତି। କେସିଙ୍ଗା ଥାନାର ଜଣେ ବିବାହିତା ମହିଳା କନେଷ୍ଟବଳଙ୍କ ସହ ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ

ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗିଲା ଏନ୍‌ଏସ୍‌ଏ

ଭୁବନେଶ୍ଵର : ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ )ଲାଗୁ। ଦାଦାବଟି ଆଦାୟ ଓ ସାଧାରଣରେ ଆତଙ୍କ ସୃଷ୍ଟି ପାଇଁ ଲାଗିଲା ଏନ୍‌ଏସ୍‌ଏ। ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଏନ୍‌ଏସ୍‌ଏ ଲାଗୁ ପାଇଁ ନିର୍ଦେଶ ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ

୨୩ରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ

ପୁରୀ: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ

ପୁଣି ବିସିସିଆଇ ଉପାଧ୍ୟକ୍ଷ ହେବେ ରାଜୀବ ଶୁକ୍ଳା; ୨୪ରେ ଆନୁଷ୍ଠାନିକ ଘୋଷଣା

ନୂଆଦିଲ୍ଲୀ: ପୂର୍ବତନ ସାଂସଦ ରାଜୀବ ଶୁକ୍ଳା ପୁଣି ଥରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ)ର ଉପାଧ୍ୟକ୍ଷ ପଦ ସମ୍ଭାଳିବେ। ବିସିସିଆଇ ସଦସ୍ୟମାନେ ଏହି ପଦ ପାଇଁ ସର୍ବସମ୍ମତି କ୍ରମେ ରାଜୀବ ଶୁକ୍ଳାଙ୍କୁ ଚୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ଳା ଏହା ପୂର୍ବରୁ ଏନ.

ଦୁଇ ବର୍ଷ ମଧ୍ୟରେ ଦେଶର ରାଜପଥରୁ ହଟିବ ସବୁ ଟୋଲ, ଜିପିଏସ୍ ଟ୍ରାକ କରି ଆଦାୟ ହେବ ଟୋଲ ଟିକସ

ନୂଆଦିଲ୍ଲୀ:  ଜାତୀୟ ରାଜପଥରୁ ହଟିବ ଟୋଲ ଗେଟ୍ । ଦୁଇ ବର୍ଷ ମଧ୍ୟରେ ଦେଶର ସମସ୍ତ ଟୋଲଗେଟକୁ ହଟାଇ ଦିଆଯିବ । ମାତ୍ର ଯାତାୟତ ପାଇଁ ପୂର୍ବ ପରି ଟିକସ ଦେବା ନିମନ୍ତେ ପଡ଼ିବ । ଏଥିପାଇଁ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ) ବ୍ୟବସ୍ଥା କରାଯିବ । କେନ୍ଦ୍ର ସରକାର ଗୁରୁବାର ଏ
error: Content is protected !!
Open chat