Browsing Tag

odia sambad

ସବୁ ଗାଁ ହେବ ୱାଇଫାଇ; ସରକାର ଆଣିଲେ ପିଏମ-ବାଣୀ ଯୋଜନା

ନୂଆଦିଲ୍ଲୀ: ଏଣିକି ଗ୍ରାମାଞ୍ଚଳ ହେବ ୱାଇଫାଇ। ମାଗଣାରେ ଉପଲବ୍ଧ ହେବ ଇଣ୍ଟରନେଟ୍‌ ସେବା। ୱାଇଫାଇ ଜରିଆରେ ବ୍ୟବହାରକାରୀ ଇଣ୍ଟରନେଟ୍‌ ସୁବିଧା ପାଇବେ। ଏଥିପାଇଁ କେନ୍ଦ୍ର ସରକାର ପିଏମ-ବାଣୀ ନାମରେ ଏକ ନୂଆ ଯୋଜନା ଆରମ୍ଭ କରିବେ। ପିଏମ-ବାଣୀ ଯୋଜନାରେ ସରକାର ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌

ସମ୍ବଲପୁର ମୁଖ୍ୟ ଡାକଘରକୁ ହେରିଟେଜ କୋଠା ମାନ୍ୟତା

ସମ୍ବଲପୁର: ୧୯୦୦ ମସିହାରେ ନିର୍ମିତ ସମ୍ବଲପୁର ମୁଖ୍ୟ ଡାକଘରକୁ ପ୍ରାଚୀନ କୀର୍ତ୍ତି ବା ହେରିଟେଜ କୋଠା ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଯୋଗାଯୋଗ ମନ୍ତ୍ରଣାଳୟ ଅଧୀନରେ ଥିବା ଡାକବିଭାଗର ହେରିଟେଜ ଓ ମ୍ୟୁଜିୟମ ପରିଚାଳନା ସଂସ୍ଥା ତରଫରୁ ଚଳିତ ଡିସେମ୍ବର ୭ ତାରିଖରେ ଏହି ଘୋଷଣା

କାଟ ଖାଇଲା ସରକାରଙ୍କ ପ୍ରସ୍ତାବ, ଦେଶବ୍ୟାପୀ ଜୋରଦାର ହେବ ବିକ୍ଷୋଭ

ଆଜି ସରକାରଙ୍କ ପକ୍ଷରୁ ଦିଆଯାଇଥିବା ୧୯ ପୃଷ୍ଠାର ପ୍ରସ୍ତାବକୁ କୃଷକ ସଙ୍ଗଠନ ଅଗ୍ରାହ୍ୟ କରିଛି। ପ୍ରସ୍ତାବ ପାଇବା ପରେ କୃଷକ ସଂଗଠନଗୁଡିକ ଏହି ପ୍ରସ୍ତାବ ଉପରେ ବ୍ୟାପକ ଆଲୋଚନା ପର୍ଯ୍ୟାଲୋଚନା କରିବା ପରେ ଦିଲ୍ଲୀ-ହରିୟାଣା ସୀମା ସିଙ୍ଗୁ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ

କରୋନା ରୋଗୀଙ୍କ ଘର ବାହାରେ ଲାଗିବନି ପୋଷ୍ଟର: ସୁପ୍ରମିକୋର୍ଟ

ନୂଆଦିଲ୍ଲୀ: ଏଣିକି ସରକାର କରୋନା ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇପାରିବେନି। ଏହା ଉପରେ ସୁପ୍ରିମକୋର୍ଟ ଅଙ୍କୁଶ ଲଗାଇଛନ୍ତି। କୌଣସି ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ ତାଙ୍କ ଘର ବାହାରେ ପ୍ରଶାସନ ପକ୍ଷରୁ ଚେତାବନୀ ସମ୍ପର୍କିତ ପୋଷ୍ଟର ବା ସାଇନେଜ୍‌ ଲଗାଯାଉଛି। କିନ୍ତୁ

କିଛି ସପ୍ତାହରେ ଟିକାକୁ ମିଳିବ ଅନୁମତି : ଡୋଜ୍‌ ପ୍ରତି ୨୫୦ ଟଙ୍କାରେ ଦେବ ସିରମ

ନୂଆଦିଲ୍ଲୀ : ରୁଷ୍‌ରେ କରୋନା ଟିକା ସ୍ପୁଟନିକ୍‌-୫ର ଗଣ ଟିକାଦାନ ଆରମ୍ଭ ହୋଇଥିବାବେଳେ ଆଜି ଫାଇଜର ପ୍ରସ୍ତୁତ ଟିକାକୁ ବ୍ରିଟେନ ସର୍ବସାଧାରଣରେ ଦେବା ଆରମ୍ଭ କରିଛି। ବ୍ରିଟେନର ଜଣେ ୯୦ ବର୍ଷୀୟ ମହିଳା ଫାଇଜର ଟିକା ନେଇଛନ୍ତି। ଅନ୍ୟପକ୍ଷରେ ଭାରତରେ ମଧ୍ୟ ଆଉ କିଛି ସପ୍ତାହ ପରେ କରୋନା

ଟିକା ପାଇଁ କିଛି ସପ୍ତାହର ଅପେକ୍ଷା – ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସଚିବ

ଦେଶରେ କୋଭିଡ -୧୯ ସଂକ୍ରମଣ ମାମଲା ହ୍ରାସପାଉଛି। ଫଳରେ ଏବେ ଦେଶରେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟା ୪ ଲକ୍ଷରୁ କମ୍ ରହିଛି। ଆଜି କରୋନା ମହାମାରୀ ସ୍ଥିତି ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଭାରତୀୟ ଭେଷଜ ଗବେଷଣା ପରିଷଦ ଦ୍ୱାରା ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ

‘ଭାରତ ବନ୍ଦ’ ଆଂଶିକ ସଫଳ, ଆଜି କୃଷକ ନେତାଙ୍କୁ ଭେଟିବେ ଶାହା, କାଲି ରାଷ୍ଟ୍ରପତିଙ୍କ ଠାରେ ଫେରାଦ ହେବେ ବିରୋଧୀ

କୃଷକ ସଂଗଠନଗୁଡିକ ଦ୍ୱାରା ଆଜି ଦିଆଯାଇଥିବା ଭାରତ ବନ୍ଦ ଆଂଶିକ ସଫଳ ହୋଇଛି। କେନ୍ଦ୍ର ସରକାର ସଂସଦରେ ଗୃହୀତ କରାଇ ଆଇନରେ ପରିଣତ କରିଥିବା ୩ଟି କୃଷି ଆଇନ ବିରୋଧରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା କୃଷକମାନେ ଭାରତ ବନ୍ଦ କରିଥିଲେ। ଏହା ସମଗ୍ର ଦେଶରେ ମିଶ୍ରିତ ପ୍ରଭାବ ପକାଇଛି। ଏହି

ବନ୍ଦ ହେବ ନାହିଁ ଫସଲର ସହାୟକ ମୂଲ୍ୟ ଓ ମଣ୍ଡି; ଚାଷୀମାନେ ବିଭ୍ରାନ୍ତକର ପ୍ରଚାରରୁ ଦୂରେଇ ରୁହନ୍ତୁ: ତୋମାର

ନୂଆଦିଲ୍ଲୀ: ବିଭିନ୍ନ ଫସଲର ସହାୟକ ମୂଲ୍ୟ ସରକାର ବନ୍ଦ କରିବେ ନାହିଁ କିମ୍ବା ମଣ୍ଡି ବ୍ୟବସ୍ଥାର ଉଚ୍ଛେଦ ହେବ ନାହିଁ । କେନ୍ଦ୍ର ସରକାର ଏହି ପ୍ରତିଶ୍ରୁତି ଦେଇଛନ୍ତି । ମାତ୍ର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏପରି ଅପପ୍ରଚାର କରୁଥିବାରୁ ଚାଷୀମାନେ ଏଥିରୁ ଦୂରେଇ ରହିବାକୁ କେନ୍ଦ୍ର

ଗଞ୍ଜେଇ ଧରିବାକୁ ଯାଇ ଜବତ କଲେ ଦେଢ଼ କୋଟିର ରତ୍ନପଥର: ଜିତେନ୍ଦ୍ରଙ୍କୁ ବାନ୍ଧିଲା ଏସ୍‌ଟିଏଫ୍

ରାୟଗଡ଼ା,୦୮/୧୨: ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଗଞ୍ଜେଇ କାରବାରର ତଦନ୍ତ ପାଇଁ ଯାଇଥିବା ବେଳେ ମିଳିଲା ୨୦ ପ୍ରକାରର ରତ୍ନ ପଥର। ତା ପୁଣି କେଜିଏ କି ଦି କେଜି ନୁହେଁ, ପୂରା ୧୫୧ କେଜି। ଏହାର ମୂଲ୍ୟ ଦେଢ଼ କୋଟି ଟଙ୍କା ହେବ ବୋଲି ପୁଲିସ୍‌ କହିଛି। ରାୟଗଡ଼ା ସହରର ଭିଆଇପି ରୋଡ୍‌ରେ

‘ଡବ୍ଲୁଏଚ୍‌ଓ ଫାଉଣ୍ଡେସନ୍’ର ପ୍ରଥମ ମୁଖ୍ୟ ଭାବେ ନିଯୁକ୍ତ ହେଲେ ଭାରତୀୟ ବଂଶଜ ସ୍ବାସ୍ଥ୍ୟ ବିଶେଷଜ୍ଞ ଅନୀଲ ସୋନି

ନ୍ୟୁୟର୍କ: ଭାରତୀୟ ବଂଶଜ ବୈଶ୍ବିକ ସ୍ବାସ୍ଥ୍ୟ ବିଶେଷଜ୍ଞ ଅନୀଲ ସୋନିଙ୍କୁ ‘ଦି ଡବ୍ଲୁଏଚ୍‌ଓ ଫାଉଣ୍ଡେସନ୍’ର ପ୍ରଥମ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ‘ବିଶ୍ବ ସ୍ବାସ୍ଥ୍ୟ ସଂଗଠନ’ ସହିତ ଏହି ଫାଉଣ୍ଡେସନ୍‌ ସମଗ୍ର ବିଶ୍ବରେ ଉପୁଜୁଥିବା ଗୁରୁତ୍ବର ସ୍ବାସ୍ଥ୍ୟ ସମସ୍ୟା ସବୁର ମୁକାବିଲା
error: Content is protected !!
Open chat