ଖୁବଶୀଘ୍ର ଖୋଲିପାରେ ସ୍କୁଲ ! ! କ୍ୟାମ୍ପସ ସଫେଇ ଏବଂ ଭିତ୍ତିଭୂମି ସଜାଡିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦ : କରୋନା ପାଇଁ ୬ ମାସରୁ ଉର୍ଦ୍ଧ୍ଵ ସମୟ ଧରି ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିଛି । ଏତେଦିନ ଧରି ସ୍କୁଲ ଗୁଡିକ ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତିଭୂମି ସଜାଡ଼ିବାକୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି । ଶିକ୍ଷକମାନେ!-->…