ମହାମାରୀ କଟକଣା ସମୟରେ ଦିବ୍ୟାଙ୍ଗ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ କଲେଜକୁ ଆସିବାର ଆବଶ୍ୟକତା ନାହିଁ – ଘରେ ରହି…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୮ : ମହାମାରୀ କରୋନା କଟକଣା ସମୟରେ କଲେଜକୁ ଆସିବାକୁ ଦିବ୍ୟାଙ୍ଗ ଅଧ୍ୟାପକଙ୍କୁ କୌଣସି ଆବଶ୍ୟକତା ନାହିଁ। ଏଣିକି ଅନ୍ଲାଇନ୍ରେ ଘରେ ରହି ଦିବ୍ୟାଙ୍ଗ ଅଧ୍ୟାପକ ପାଠପଢ଼ାଇ ପାରିବେ। ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ରାଜ୍ୟର!-->…