Browsing Tag

of

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରି, ୨୮ରୁ ୨ ଦିନ ସେବାୟତ ଓ ୩୦ ଓ ୩୧ରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ

ଜାନୁଆରି ୩ରେ ସର୍ବସାଧାରଣ କରିବେ ବାବାଙ୍କୁ ଦର୍ଶନ ଆରଡି: ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ୍ୱ ହେବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିବାରୁ ଅଗଣିତ ଶ୍ରଦ୍ଧାଳୁଭକ୍ତ ବାବାଙ୍କ ଦର୍ଶନରୁ ବଞ୍ଚିତ ଥିଲେ। ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ୍ନ ସଂଗଠନ…

୨୩ରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ

ପୁରୀ: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ…

କୋଭିଡ ଯୋଗୁ ହେବନି ସଂସଦର ଶୀତ ଅଧିବେଶନ

ସଂସଦର ଶୀତକାଳୀନ ଅଧିବେଶନ ବସିବ ନାହିଁ। ଏ ନେଇ ସରକାର ବିରୋଧୀଦଳର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ବିରୋଧୀ ଦଳଗୁଡିକ ସଂସଦର ଶୀତକାଳୀନ ଅଧିବେଶନ ଡାକିବା ପାଇଁ ଦାବି କରିଛନ୍ତି। ସରକାର ବିରୋଧୀ ଦଳଙ୍କୁ ପ୍ରଶ୍ନ କରିଛନ୍ତି ଯେ ମୌସୁମୀ ଅଧିବେଶନକୁ ଶୀଘ୍ର ବନ୍ଦ କରିବାକୁ କହିଥିବା…

ବାଇଡ଼େନଙ୍କୁ ଆମେରିକାର ପରବର୍ତୀ ରାଷ୍ଟ୍ରପତି ଘୋଷଣା କଲା ଇଲେକ୍ଟୋରାଲ କଲେଜ; ୩୦୬-୨୩୨ ଭୋଟରେ ଟ୍ରମ୍ପ ପରାସ୍ତ

ୱାଶିଂଟନ୍ : ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡ଼େନ ବିଜୟୀ ହୋଇଥିବା ପୂର୍ବରୁ ନିଶ୍ଚିତ ହୋଇଛି । ମାତ୍ର ନିର୍ବାଚନ ପରିଚାଳନା କରୁଥିବା ଆମେରିକାର ଇଲେକ୍ଟୋରାଲ କଲେଜ ସୋମବାର ଜୋ ବାଇଡ଼େନଙ୍କୁ ଆମେରିକାର ପରବର୍ତୀ ରାଷ୍ଟ୍ରପତି ଭାବରେ ବିଧିବଦ୍ଧ ମନୋନୀତ କରିଛି । ବାଇଡ଼େନ୍…

ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ

ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ…

ବ୍ରିଟେନ, କାଡ଼ାନା ପରେ ଫାଇଜରକୁ ଜରୁରିକାଳୀନ ବ୍ୟବହାର ଅନୁମତି ଦେଲା ଆମେରିକା

ଫାଇଜର ବାୟୋଏନଟେକ୍‌ ଦ୍ବାରା ପ୍ରସ୍ତୁତ କରୋନା ଟିକା ଫାଇଜରକୁ ଆମେରିକା ଜରୁରିକାଳୀନ ଅନୁମତି ପ୍ରଦାନ କରିଛି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ଟିକାର ପ୍ରୟୋଗ ପାଇଁ ମଞ୍ଜୁରୀ ଦେଇଛି। ଏହି ଟିକାକୁ ଜରୁରିକାଳୀନ ଅନୁମତି ଦେବାରେ ଆମେରିକା ବିଶ୍ଵର ୩ୟ ଦେଶ। ପ୍ରଥମେ ବ୍ରିଟେନ ଏବଂ ପରେ…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଆନ୍ଦୋଳନରତ ଚାଷୀଙ୍କ ବିରୋଧରେ ସରକାରଙ୍କ ପକ୍ଷରୁ ରୁଜ୍ଜୁ ହେଲା ମାମଲା

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀ ଏବଂ ହରିୟାଣା ମଧ୍ୟରେ ଥିବା ସିଙ୍ଗୁ ସୀମାରେ ଟ୍ରାଫିକ ସିଗନାଲରେ ବସିଥିବା ଆନ୍ଦୋଳନରତ କୃଷକ ଗୋଷ୍ଠୀଙ୍କ ବିରୋଧରେ ଦିଲ୍ଲୀ ପୁଲିସ ଆଜି ଏକ ମାମଲା ଦାୟର କରିଛି। କୋଭିଡ୍‌-୧୯ ପ୍ରୋଟୋକଲର ଉଲ୍ଲଂଘନ ପାଇଁ ଏହି ମାମଲା ଦାୟର କରାଯାଇଛି ବୋଲି…

ଚୀନର ୧୪ ବରିଷ୍ଠ ଅଧିକାରୀଙ୍କୁ ଆମେରିକା ମନା

ୱାଶିଂଟନ: ଆମେରିକା ଓ ଚୀନ ମଧ୍ୟରେ ଉତ୍ତେଜନା ଧୀରେ ଧୀରେ ବଢ଼ିବାରେ ଲାଗିଛି। କରୋନା ଭୂତାଣୁକୁ ନେଇ ଆମେରିକା ଚୀନ ବିରୋଧରେ ବିଭିନ୍ନ କଟକଣା ଲଗାଇଥିବା ବେଳେ ଏବେ ହଂକଂ ପ୍ରସଙ୍ଗରେ ମଧ୍ୟ କଡ଼ା ଆଭିମୁଖ୍ୟ ନେଇଛି। ଏହି କ୍ରମରେ ଆମେରିକା ଚୀନର ୧୪ ବରିଷ୍ଠ ଅଧିକାରୀଙ୍କ ଉପରେ ପ୍ରତିବନ୍ଧକ…

୧୦ରେ ନୂତନ ସଂସଦ ଭବନର ଭୂମିପୂଜନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି, ନିମନ୍ତ୍ରଣ କଲେ ଲୋକସଭା ଅଧ୍ୟକ୍ଷ…

ନୂଆଦିଲ୍ଳୀ,୫।୧୨: ଦେଶ ପାଇଁ ନୂତନ ସଂସଦ ଭବନ ଖୁବ୍ ଶୀଘ୍ର ତିଆରି ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ୧୦ ତାରିଖରେ ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ। ଏନେଇ ଲୋକସଭା ଅଧ୍ୟକ୍ଷ ଓମ ବିର୍ଲା ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନୂତନ…

କରୋନା ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ମାମଲାରେ ଗ୍ରାହକଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ଖାତାକୁ ବ୍ୟାଙ୍କ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ : କରୋନା ମହାମାରୀ ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ଗ୍ରାହକମାନଙ୍କୁ ସୁପ୍ରିମକୋର୍ଟ ବଡ଼ ଧରଣର ଆଶ୍ବସ୍ତି ପ୍ରଦାନ କରିଛନ୍ତି। ମୋରାଟୋରିଅମ ମାମଲାର ଶୁଣାଣି କରି କୋର୍ଟ ଆଜି ସ୍ପଷ୍ଟ କରିଛନ୍ତି ଯେ ଯେଉଁ ଗ୍ରାହକମାନେ ଅଗଷ୍ଟ ୩୧ ପର୍ଯ୍ୟନ୍ତ…
error: Content is protected !!
Open chat