ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ : ବିଶେଷଜ୍ଞ
ନୁଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନାର ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ । ଆଜିଥ୍ରୋମାଇସିନ୍ ଓ ମଲୁନୋପିରାଭିର ଭଳି ଆଣ୍ଟିବାୟୋଟିକର ବହୁଳ ବ୍ୟବହାର ନେଇ ଚିନ୍ତା ବ୍ୟକ୍ତକରିଛନ୍ତି ବିଶେଷଜ୍ଞ । ବିଶେଷଜ୍ଞଙ୍କ ମତରେ ଯେଉଁ ରୋଗୀ କରୋନା ଟିକା!-->…