Browsing Tag

open

୨୮ରୁ ସ୍କୁଲକୁ ଆସିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ବର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ…

୭ ରୁ ଖୋଲିବ ସ୍କୁଲ-କଲେଜ, ୧୪ ରୁ ପ୍ରଥମରୁ ସପ୍ତମ ଯାଏଁ ଅଫଲାଇନ ପାଠପଢ଼ା

ଭୁବନେଶ୍ବର ୦୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଚଳିତ ମାସ ୭ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଉପରକୁ ସମସ୍ତ ଶ୍ରେଣୀର ଅଫ୍‌ଲାଇନ୍‌ ପାଠପଢ଼ା ଆରମ୍ଭ ହେବ। କେଜି ଠାରୁ ସପ୍ତମ ଶ୍ରେଣୀ ଯାଏଁ ଫେବ୍ରୁଆରି ୧୪ ତାରିଖ ଠାରୁ ଅଫ୍‌ଲାଇନ୍‌ କ୍ଲାସ ହେବ। ରାଜ୍ୟବାସୀଙ୍କୁ…

କୋଭିସିଲ୍ଡ ଓ କୋଭାକ୍ସିନ ଖୋଲା ବଜାରରେ ବଜାରରେ ବିକ୍ରି ପାଇଁ ଅନୁମତି

ନୂଆଦିଲ୍ଲୀ ୨୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା ମହାମାରୀ ସହ ଲଢେଇ କରିବାକୁ ଜାରି ରହିଛି ଟିକାକରଣ। ପ୍ରତ୍ୟେକ ଚିକିତ୍ସାକେନ୍ଦ୍ର ଓ ହସ୍ପିଟାଲରେ କରୋନା ଟିକାକରଣ କରାଯାଉଥିବା ବେଳେ ଏଣିକି ଖୋଲା ବଜାରରେ ମିଳିବ କରୋନା ଟିକା। ଡିସିଜିଆଇ ଉଭୟ କୋଭିସିଲ୍ଡ ଓ କୋଭାକ୍ସିନର କମ୍ପାନୀକୁ…

ଜାନୁୟାରୀ ୩ରୁ ଖୋଲିବ ପ୍ରଥମ ରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ବର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି :   ଜାନୁୟାରୀ ୩ରୁ ​ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।  ବିଦ୍ୟାଳୟ ଗୁଡ଼ିକରେ ପୂର୍ବାହ୍ନ  ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଟା  ପର୍ଯ୍ୟନ୍ତ ପାଠପଢା ହେବ। ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ…

ଜାନୁଆରୀ ୩ରୁ ଖୋଲିବ ଧାର୍ମିକ ଅନୁଷ୍ଠାନ, ଅଣ୍ଡରଟେକିଂ ଦେବେ ପରିଚାଳନା କମିଟି

ଭୁବନେଶ୍ୱର: କରୋନା ମହାମାରୀ କଟକଣା ଯୋଗୁ ରାଜ୍ୟରେ ଦୀର୍ଘ ୮ମାସରୁ ଅଧିକ ସମୟ ଧରି ବନ୍ଦ ରହିଥିବା ଧାର୍ମିକ ଅନୁଷ୍ଠାନ ୨୦୨୧ ଜାନୁଆରୀ ୩ରୁ ଖୋଲିବ। ମନ୍ଦିରମାଳିନୀ ନଗରୀ ଭୁବନେଶ୍ବରରେ ୨୦୨୧ ଜାନୁଆରୀ ୩ ତାରିଖରୁ ରାଜ୍ୟରେ ଧାର୍ମିକ ଅନୁଷ୍ଠାନ ଗୁଡ଼ିକ ଖୋଲିପାରିବ ବୋଲି ବିଏମସି କମିଶନର…

କଟକଣା ଭିତରେ ଖୋଲିବ ଶ୍ରୀମନ୍ଦିର,ଜିଲ୍ଲା ବାହାର ଲୋକଙ୍କୁ ଦେବାକୁ ପଡ଼ିବ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ

ପୁରୀ: ଜଗନ୍ନାଥପ୍ରେମୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ଶ୍ରୀମନ୍ଦିର। ଦୀର୍ଘ ୯ମାସ ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ପରେ ତାହାକୁ ପୁନଃ ଆରମ୍ଭ କରିବାକୁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଶନିବାର ଏ ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଥିବା…

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ! ୬୫ ବର୍ଷରୁ ଅଧିକ ବୟସ୍କ ଏବଂ ପିଲାଙ୍କୁ ନଆସିବାକୁ କରାଯିବ ଅନୁରୋଧ

ଜାନୁଆରି ୧ ଓ ୨ ତାରିଖ ଦୁଇ ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ପୁରୀ ୧୨।୧୨ : ଖୋଲିବ ଶ୍ରୀମନ୍ଦିର । ଶ୍ରୀ ମନ୍ଦିର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ସୁପାରିସ୍‌ କରାଯିବ। ୨ ଦିନ ଭିତରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ସରକାରଙ୍କଠାରୁ ଅନୁମତି ମିଳିବା ପରେ ଶ୍ରୀମନ୍ଦିର ଖୋଲାଯିବ।…

ପିଏଚଡି, ପିଜିି ଓ ଏମ.ଫିଲ ପିଲାଙ୍କ ପାଇଁ ଖୋଲିବ ବିଶ୍ୱବିଦ୍ୟାଳୟ ଓ କଲେଜ ଲାବୋରେଟୋରୀ

ଭୁବନେଶ୍ବର: ନଭେମ୍ବର ୩୦ରେ ଡିସେମ୍ବର ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରିଥିଲେ ରାଜ୍ୟ ସରକାର। ଏହି ଗାଇଡଲାଇନରେ ଡିସେମ୍ବର ୧ରୁ ରାଜ୍ୟରେ ସମସ୍ତ ମେଡିକାଲ କଲେଜ କୋଭିଡ ଗାଇଡଲାଇନ ସହ ଖୋଲିବାକୁ ଅନୁମତି ଦେବା ସହ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାର…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ମିଳିଲା ସଂକେତ, ମନ୍ଦିର ପ୍ରଶାସନକୁ ଚିଠି ଜାରି କଲେ ସରକାର

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ମହାମାରୀ କରୋନା ଭାଇରସ୍‌ ପାଇଁ ମାସ ମାସ ଧରି ରାଜ୍ୟର ମନ୍ଦିରଗୁଡ଼ିକ ବନ୍ଦ ରହିଥିବା ବେଳେ ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ରାଜ୍ୟ ସରକାର। କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ପୁରୀ ଶ୍ରୀମନ୍ଦିର…
error: Content is protected !!
Open chat