ଘାରିଲା ଓମିକ୍ରନ୍ ଚିନ୍ତା: ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଶିଶୁଙ୍କ ଚିକିତ୍ସାକୁ ଗୁରୁତ୍ୱ
ଭୁବନେଶ୍ୱର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାରା ବିଶ୍ୱରେ ‘ଓମିକ୍ରନ’ ତା’ର ପ୍ରଭାବ ବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ ୮ଜଣ ଏଥିରେ ଚିହ୍ନଟ ହୋଇ ସାରିଲେଣି। ଆଗାମୀ ସପ୍ତାହ ଗୁଡିକରେ ଏହାର ପ୍ରଭାବ ଆହୁରି ବଢିପାରେ। ତେଣୁ ଆମକୁ ଅଧିକ ସତର୍କ!-->!-->!-->…