Browsing Tag

publish

ଅଯୋଧ୍ୟାରେ ମସ୍‌ଜିଦ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେନି ଯୋଗୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮ : ଅଯୋଧ୍ୟାରେ ରାମ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନକୁ ନେଇ ଉତ୍ସାହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମସ୍‌ଜିଦକୁ ନେଇ ବିବାଦରେ ଛନ୍ଦି ହୋଇଛନ୍ତି। ସୁପ୍ରମିକୋର୍ଟ ନିର୍ଦେଶକ୍ରମେ ମୁସଲମାନମାନଙ୍କୁ ବାବ୍ରି ମସ୍‌ଜିଦର ବିକଳ୍ପ

ଇଡିର ବଡ଼ ଖୁଲାସା : ସୁଶାନ୍ତ ସିଂଙ୍କ ଖାତାରୁ ରୀୟାଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ଆକାଉଣ୍ଟକୁ ଯାଉଥିଲା ଟଙ୍କା ! !

ମୁ‌ମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଇଡିର ପଚରାଉଚରା ବେଳେ ରୀୟା ଚକ୍ରବର୍ତୀଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟ ସାମ୍ନାକୁ ଆସିଛି । ଏହି ଷ୍ଟେଟମେଣ୍ଟରୁ ପ୍ରମାଣିତ ହେଉଛି ଯେ ସୁଶାନ୍ତ ସିଂ ରାଜପୁତ ଖାତାରୁ ଟଙ୍କା

ଚମକିଲେ ଆଉ ଜଣେ ଓଡ଼ିଆ ‘ନିଖିଳ ରଥ’ : ଟ୍ଵିଟ କରି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମାନବ ରହିତ ଗଗନଯାନ ମିଶନ ପାଇଁ ଚୂଡ଼ାନ୍ତ ୪ ଜଣ ମହାକାଶଚାରୀଙ୍କ ମଧ୍ୟରେ ବଲାଙ୍ଗୀର ସୁନ୍ଦରପଦାର ନିଖିଲ ରଥ । ବର୍ତ୍ତମାନ ଚଣ୍ଡୀଗଡ଼ ଏୟାରବେସ ରେ ୱିଙ୍ଗ୍ କମାଣ୍ଡର ଭାବେ କାର୍ଯ୍ୟରତ ଅଛନ୍ତି ନିଖିଲ ରଥ ।

ଚାନ୍ଦବାଲି ଅଞ୍ଚଳରେ ବିକାଶର ଆଉ ଏକ ନଗ୍ନ ଚିତ୍ର : ପକ୍କା ରାସ୍ତା ନ ଥିବାରୁ ଗାଁକୁ ଯାଇ ପାରିଲାନାହିଁ ଗାଡି,…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ପୁଣି ଥରେ ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକରେ ବିକାଶର ଏକ ନଗ୍ନ ଚିତ୍ର ପଦାରେ ପଡିଛି । ଗାଁ ରାସ୍ତା ମାଟି କାଦୁଅ ପଚପଚ ହେଉଥିବାରୁ କୌଣସି ଚାରିଚକିଆ ଗାଡି ନଯିବା ଫଳରେ ବାଧ୍ୟହୋଇ ଜଣେ ୭୦ ବର୍ଷିୟା ବୃଦ୍ଧାଙ୍କୁ ସାଙ୍ଗୀ-ଦୋଳିରେ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ, କେଜ୍ରିୱାଲ ୨ୟ ଓ ୬ଷ୍ଠରେ ନବୀନ:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଦେଶରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ। ତାଙ୍କ ପଛକୁ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ୩ୟ ସ୍ଥାନରେ ଅଛନ୍ତି ଆନ୍ଧ୍ରପ୍ରଦେଶ

ରାଜଗାଙ୍ଗପୁରରେ ବଢି ଚାଲିଛି କରୋନା ସଂକ୍ରମଣ : ପ୍ରଶାସନ ପକ୍ଷରୁ ସହରକୁ ଦୁଇ ଦିନିଆ ସଟଡାଉନ ଘୋଷଣା

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ମହାମାରୀ କରୋନା ରଚି ଚାଲିଛି ତାଣ୍ଡବ, ସାରା ବିଶ୍ୱ କୁ ସ୍ତବଧ କରିଛି । ବୀରଦର୍ପରେ ମାଡି ଚାଲିଛି ଏହି ମହାମାରୀ।ସରକାରଙ୍କ କଟକଣା ହାର ମାନିଛି ତା ନିକଟରେ - ସତେକି ଗୋଟିଏ ସାହସୀ ଯୋଦ୍ଧା !! କରୋନା ପ୍ରକୋପରୁ ବାଦ ପଡିନି ସୁନ୍ଦରଗଡ଼

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଆଶୁ ଆରୋଗ୍ଯ କାମନା କରି SRCT ଅଧ୍ୟକ୍ଷ ରଞ୍ଜିତ…

ସୁଲୋଚନା ରାମକୃଷ୍ଣ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରଞ୍ଜିତ ମହାପାତ୍ର କେନ୍ଦ୍ର ପିଏନଜି-ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଶୀଘ୍ର ଆରୋଗ୍ୟ କାମନା ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ଦୀପ ଦାନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଅତି ଘନିଷ୍ଠ

ସେରମ ଇନଷ୍ଟିଚ୍ୟୁଟ ଗେଟ୍ସ ଫାଉଣ୍ଡେସନ୍ ସହ ମିଶି ଭାରତ ଓ ଆଉ କିଛି ଦେଶ ପାଇଁ ୧୦୦ ମିଲିୟନ କରୋନା ଟିକା ତିଆରି କରିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁନେ/ବେଙ୍ଗାଲୁରୁ ୦୮/୦୮: ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (SII) ଗାଭି, ଭ୍ୟାକ୍ସିନ୍ ଆଲାଇନ୍ସ ଏବଂ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହିତ ଏକ ନୂଆ ଭାଗିଦାରୀରେ ପ୍ରବେଶ କରିଛି ଯାହା ଭାରତ ଏବଂ କମ୍ ଆୟକାରୀ ଦେଶମାନଙ୍କ ପାଇଁ ୧୦୦ ମିଲିୟନ୍ ଡୋଜ୍

ବିହାରର ବାଲ୍ମିକୀ ଟାଇଗର ରିଜର୍ଭ ଫରେଷ୍ଟ ନିକଟସ୍ଥ ବିବାଦୀୟ ନୋ ମ୍ୟାନସ୍‌ ଲ୍ୟାଣ୍ଡରେ ଏକ ହେଲିପ୍ୟାଡ ନିର୍ମାଣ କରୁଛି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ବିହାର ପଶ୍ଚିମ ଚମ୍ପାରଣ ଜିଲ୍ଲା ବାଲ୍ମିକୀ ଟାଇଗର ରିଜର୍ଭ ଫରେଷ୍ଟ ନିକଟସ୍ଥ ନୋ ମ୍ୟାନସ୍‌ ଲ୍ୟାଣ୍ଡରେ ନେପାଳ ସରକାର ଏକ ହେଲିପ୍ୟାଡ ନିର୍ମାଣ କାମ ହାତକୁ ନେଇଛନ୍ତି। ଏହା ସହ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ୩୬୦ ଡିଗ୍ରି

ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଓ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୁ ଆରୋଗ୍ୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଆଳି ୦୮/୦୮: ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଓ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନା ପଜିଟିଭ ଚିନ୍ହଟ ହେବା ପରେ ତାଙ୍କର ଆଶୁ ଆରୋଗ୍ୟ କାମନା କରି ବରିଷ୍ଠ କାର୍ଯ୍ୟକର୍ତା, ଶୁଭେଚ୍ଛୁ ଓ ସମର୍ଥକଙ୍କ ତରଫରୁ ଗତ କାଲି ଆଳିର
error: Content is protected !!
Open chat