Browsing Tag

publish

ଓଡ଼ିଆ ପୁଅ ଗିରିଶ ଚନ୍ଦ୍ର ମୁର୍ମୁ ହେଲେ ନୂତନ ସିଏଜି : କାଲି ଦେଇଥିଲେ ଜମ୍ମୁ-କାଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ପଦବୀରୁ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ କାର୍ଯରତ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ସିଏଜି / CAG (Comptroller and Auditor General) ଘୋଷିତ କରାଯାଇଛି। ଯେଉଁ ଦିନ ସରକାର ତାଙ୍କୁ ସିଏଜି ଭାବରେ

କରୋନା ପରେ ପୁଣି ଆଉ ଏକ ନୂଆ ଚାଇନା ଭାଇରସ କାୟା ମେଲେଇଲାଣି : ଚୀନରେ ୭ ମୃତ, ୬୦ ଅସୁସ୍ଥ – ପୋକ କାମୁଡିବା…

ନୂଆଦିଲ୍ଲୀ/ବେଜିଂ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: କରୋନା ପରେ ପୁଣି ଆଉ ଏକ ନୂଆ ଚାଇନା ଭାଇରସ କାୟା ମେଲେଇଲାଣି। ଚୀନରେ ଏହି ଭାଇରସ୍ ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୬୦ ଜଣ ଲୋକ ଅସୁସ୍ଥ ଅଛନ୍ତି । ଗ୍ଲୋବାଲ ଟାଇମ୍ସ ଖବର ଅନୁଯାୟୀ ପୂର୍ବ ଚୀନ୍‌ର

ଗାଈଠାରୁ ଟ୍ରାକ୍ଟର ଜରିଆରେ କ୍ଷୀର ବାହାର କରାଯାଉଥିବା ଭାଇରାଲ ଭିଡିଓ : ଆଶ୍ଚର୍ଯ୍ୟ ଚକିତ ହେଲେ ବ୍ୟବସାୟୀ ଆନନ୍ଦ…

ବାଙ୍ଗାଲୁରୁ/ମୁମ୍ବଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ମଜାଦାର ଭିଡିଓ ଶେୟାର କରିଥାନ୍ତି। ନିକଟରେ ଟ୍ରାକ୍ଟର ଜରିଆରେ ଗାଈଠାରୁ କ୍ଷୀର ବାହାର କରୁଥିବା ଫଟୋ ଶେୟାର କରିଛନ୍ତି। ଏବେ ଏହି ଭିଡିଓଟି ବେଶ୍‌ ଭାଇରାଲ

ସୁଶାନ୍ତ ସିଂଙ୍କ ମୃତ୍ୟୁ ମାମଲା : ଆଦିତ୍ୟ ଠାକରେଙ୍କ ମନ୍ତବ୍ୟକୁ ନେଇ ପାଲଟା ଆକ୍ରମଣ କଲେ କଙ୍ଗନା ରାଣାଓ୍ବତ

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ନିଜ ବିରୋଧରେ ଆସିଥିବା ଅଭିଯୋଗର ଜବାବରେ ମହାରାଷ୍ଟ୍ର ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେ କହିଛନ୍ତି ଯେ ଏହି ମାମଲାରେ ସଡ଼କଛାପ ରାଜନୀତି ଚାଲିଛି। ଏହି ମାମଲା ମାଧ୍ୟମରେ ପରିବାର

ଅଗଷ୍ଟ ୧୬ ତାରିଖରୁ ଆରମ୍ଭ ହେବ ବୈଷ୍ଣୋ ଦେବୀ ଯାତ୍ରା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : ଜମ୍ମୁ-କାଶ୍ମୀର : ବୈଷ୍ଣୋ ଦେବୀ ଯାତ୍ରା କରିବାକୁ ଚାହୁଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର । ଏବେ ତାଙ୍କ ଅପେକ୍ଷାର ଅନ୍ତ ହେବାକୁ ଯାଉଛି । ଜମ୍ମୁ-କାଶ୍ମୀର ପ୍ରଶାସନ ଦୀର୍ଘ ସମୟ ଧରି ବନ୍ଦ ରଖିଥିବା ଧାର୍ମିକସ୍ଥଳକୁ ଆସନ୍ତା ଅଗଷ୍ଟ

‘ମନିଟାରି ପଲିସି କମିଟି’ ବୈଠକ ପରେ ଆର୍‌ବିଆଇ ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସଙ୍କ ସୂଚନା : ନକାରାତ୍ମକ ରହିବ ଜିଡିପି

ଆର୍‌ବିଆଇ ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସଙ୍କ ସୂଚନା; ୪%ରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ଯୋଗୁଁ ୨୦୨୦-୨୧ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ହାର ନେଗେଟିଭ୍‌ ରହିବ ନୂଆଦିଲ୍ଲୀ / ମୁମ୍ବଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : କରୋନା

ନାରୀ ଶକ୍ତି ହାତରେ କାଶ୍ମୀରର ସୁରକ୍ଷା ଭାର : ଏଲଓସିରେ ପ୍ରଥମ ଥର ନିୟୋଜିତ ହୋଇଛନ୍ତି ମହିଳା ସୈନିକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୮: ହାତରେ ବନ୍ଧୁକ, ଦେହରେ ସେନାର ବର୍ଦ୍ଦି, ମନରେ ଶତସିଂହର ବଳ । ଶତ୍ରୁ ଛାତିରେ ତାଣ୍ଡବ କରିବେ ନାରୀଶକ୍ତି । ପରାକ୍ରମୀ ମହିଳା ଯବାନଙ୍କ ହାତରେ ଦେଶର ସୁରକ୍ଷା କମାଣ । ଏଲଓସିରେ ପ୍ରଥମ ଥର ପାଇଁ ମୁତୟନ ହେଲେ ମହିଳା ଯବାନ । କାଶ୍ମୀରକୁ

କରୋନା ଭୂତାଣୁକୁ ନେଇ ଭ୍ରମାତ୍ମକ ତଥ୍ୟ ସୋସିଆଲ ମିଡିଆରେ ଶେୟାର କରିଥିବାରୁ ଟ୍ରମ୍ପଙ୍କ ଉପରେ କଟକଣା ଲଗାଇଲା ଟ୍ବିଟର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ୱାଶିଂଟନ୦୬/୦୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ କଟକଣା ଲଗାଇଛି ଟ୍ବିଟର। ଟ୍ରମ୍ପଙ୍କ ଟ୍ବିଟର ଆକାଉଣ୍ଟ ଉପରେ ଅସ୍ଥାୟୀ ଭାବେ ରୋକ୍‌ ଲଗାଯାଇଛି। କରୋନା ଭୂତାଣୁକୁ ନେଇ ଟ୍ରମ୍ପ ଭ୍ରମାତ୍ମକ ତଥ୍ୟ ସୋସିଆଲ ମିଡିଆରେ ଶେୟାର

‘ସୀମି କରଣ’ – ଓଡିଆ ଝିଅ ୟୁପିଏସ୍‌ସି ପ୍ରାଶାସନିକ ପରୀକ୍ଷାରେ ଦେଶର ସର୍ବକନିଷ୍ଠ ଟପର ହେବାର ଗୌରବ ଆଣିଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୬/୦୮: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିର୍ବାଚନମଣ୍ଡଳୀ ସନ୍ତୋଷପୁରର ଝିଅ ସୀମି କରଣ ପ୍ରକାଶ ପାଇଥିବା ୟୁପିଏସ୍‌ସି ପ୍ରାଶାସନିକ ସେବା ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୩୧ ର‌୍ୟାଙ୍କ୍‌ ହାସଲ କରିଛନ୍ତି । ସୀମି ଏହି ର‌୍ୟାଙ୍କ୍‌ ହାସଲ କରିବାରେ

ଗୁଜରାଟର ଅହମଦାବାଦସ୍ଥିତ କୋଭିଡ୍-୧୯ ଶ୍ରେ’ ହସ୍ପିଟାଲ୍‌ରେ ଭୀଷଣ ଅଗ୍ନିକାଣ୍ଡ : ୮ ମୃତ , ଶୋକ ପ୍ରକାଶ କଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଅହମଦାବାଦ ୦୬/୦୮: ଗତ ରାତିରେ ଗୁଜରାଟର ଅହମଦାବାଦସ୍ଥିତ ଏକ ଘରୋଇ କୋଭିଡ୍-୧୯ ହସ୍ପିଟାଲ୍‌ରେ (ଶ୍ରେ’)ଭୀଷଣ ଅଗ୍ନିକାଣ୍ଡ ଘଟି ଅନ୍ୟୂନ ୮ଜଣ ରୋଗୀ ପ୍ରାଣ ହରାଇଛନ୍ତି। ଅହମଦାବାଦର ନବରଙ୍ଗପୁର ଅଞ୍ଚଳରେ ଅବସ୍ଥିତ ଉକ୍ତ ହସ୍‌ପିଟାଲ୍‌ର ଚତୁର୍ଥ ତାଲାରେ
error: Content is protected !!
Open chat