Browsing Tag

publish

ଲେବାନନ ରାଜଧାନୀ ବେରୁଟରେ ଭୟଙ୍କର ବିସ୍ଫୋରଣ ୭୮ ମୃତ, ୪ ହଜାରରୁ ଅଧିକ ଆହତ, ୧୦୦ ଫୁଟ ଉପରକୁ ଉଠିଗଲା ପାଣି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୮: ଲେବାନନର ରାଜଧାନୀ ବିରୁଟରେ ଶକ୍ତିଶାଳୀ ବିଷ୍ପୋରଣ ହେବା ଫଳରେ ୭୮ ଜଣଙ୍କର ମୃତ୍ୟୁ ହୋଇଥିବା ସହିତ ଶତାଧିକ ଗୁରୁତର ହୋଇଥିବା ବେଳେ ୪ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏଠାରେ ଦୁଇଟି ବିସ୍ଫୋରଣ ହୋଇଥିଲା, ଗୋଟିଏ ଛୋଟ ଏବଂ ଅନ୍ୟଟି ବହୁତ

ଚୀନ୍‌କୁ ଆଉ ଏକ ଝଟ୍‌କା, ଆଇପିଏଲ୍ ପ୍ରଯୋଜକରୁ ହଟିଲା ଚାଇନିଜ ମୋବାଇଲ କମ୍ପାନୀ “ଭିଭୋ”

ନୂଆଦିଲ୍ଲୀ: ଚୀନ୍ ଉପରେ ଭାରତର ଆଉ ଏକ ଶକ୍ତ ଜିଟିଟାଲ୍ ଝଟକା। ଭାରତ-ଚୀନ୍ ବିବାଦର ପ୍ରଭାବ ୨୦୨୦ ଆଇପିଏଲ୍ ଉପରେ ପଡ଼ିଛି। ଚଳିତ ବର୍ଷ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ରେ ‘VIVO’ ଟାଇଟଲ୍ ସ୍ପନସରରୁ ହଟିଯାଇଛି। ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲର ବୈଠକରେ ଚାଇନିଜ୍ ସ୍ପନସରକୁ ରିଟେନ୍

ରାଜ୍ୟବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ : ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରି କହିଛନ୍ତି ଯେ, ଆସନ୍ତାକାଲି ବୁଧବାର, ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସମସ୍ତ ରାଜ୍ୟବାସୀ ଏକ ମିନିଟ ନୀରବ ପ୍ରାର୍ଥନା

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ

ସର୍ବଭାରତୀୟ ଲୋକସେବା ପରୀକ୍ଷାଫଳ ପ୍ରକାଶିତ : କୃତକାର୍ଯ୍ୟ ହେଲେ ୮୨୯ ଜଣ ପରୀକ୍ଷାର୍ଥୀ, ଟପଟେନରେ ଓଡ଼ିଶାରୁ ୨ ଜଣ

ଭୁବନେଶ୍ୱର / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଇଏଏସ୍‌, ଆଇପିଏସ୍‌, ଆଇଆର୍‌ଏସ୍‌, ଆଇଏଫ୍‌ଏସ ଆଦି ବିଭିନ୍ନ ସର୍ବଭାରତୀୟ ସେବା ବର୍ଗରେ ନିଯୁକ୍ତି ଲାଗି ଭାରତୀୟ ଲୋକସେବା ଆୟୋଗ ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ସମୁଦାୟ

ସିବିଆଇ ହାତକୁ ଗଲା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା : ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ତଦନ୍ତ ପାଇଁ କଲେ…

ପାଟ‌ନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ମଙ୍ଗଳବାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର। ସେ ଗଣମାଧ୍ୟମରେ ନିଜର ମତ ରଖି କହିଛନ୍ତି କି ପରିବାରର ସହମତି କ୍ରମେ ଘଟଣାର ସିବିଆଇ

ବାସୁଦେବପୁର : ପାରିବାରିକ ବିବାଦ ଓ ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଯୁବକଙ୍କୁ ନୃଶଂସ ହତ୍ୟା ଅଭିଯୋଗ

ବାସୁଦେବପୁର/ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୪/୦୮ : ବାସୁଦେବପୁର ବ୍ଲକ ଅନ୍ତର୍ଗତ କୁମାରପୁରରେ ପାରିବାରିକ ବିବାଦ ତଥା ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଜଣେ ମତ୍ସ୍ଯଜୀବି ଯୁବକଙ୍କୁ ପିଟି ପିଟି ଅତିନୃଶଂସ ଭାବେ ହତ୍ୟା କରାଯାଇଥିବା ନେଇ ପାରିବାର ପକ୍ଷରୁ ଅଭିଯୋଗ ହୋଇଛି । ଖବର

ସାବଧାନ !! ଚାଇନାରୁ ଆସୁଛି ରହସ୍ୟମୟ ମଞ୍ଜି : ଘାରୁଛି ଚୀନ ପ୍ରାୟୋଜିତ ଆଉ ଜୈବ ଆତଙ୍କବାଦର ଭୟ !

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଚୀନରୁ ବାହାରିଥିବା କରୋନା ଭାଇରସ ସମଗ୍ର ବିଶ୍ୱକୁ କବଳିତ କରିରଖିଥିବାବେଳେ ଚୀନ ଆଉ ଏକ କାରସାଦି ଆରମ୍ଭ କରିଛି । ବିଭିନ୍ନ ଦେଶର ଲୋକମାନେ ପାର୍ସଲ ମାଧ୍ୟମରେ ଏକ ରହସ୍ୟମୟ ମଞ୍ଜି ପାଉଛନ୍ତି । ଏହି ପାର୍ସଲ ଚୀନରୁ ଆସୁଥିବା କୁହାଯାଉଛି ।

କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ରିପୋର୍ଟ ତଲବ କଲେ ଜାତୀୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ୦୪/୦୮ : ନୂଆଦିଲ୍ଲୀ: ଦେଶରେ କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ମାନବିକ ଅଧିକାର କମିସନ୍ ରିପୋର୍ଟ ମାଗିଛି।
error: Content is protected !!
Open chat