Browsing Tag

publish

ହିମାଚଳ ପ୍ରଦେଶର କାଙ୍ଗଡା ଫୋର୍ଟ ଠାରେ ‘ଆନ୍ତର୍ଜାତିକ ଯୋଗ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ…

ଶାରିରୀକ ଓ ମାନସିକ ଶାନ୍ତି ପାଇଁ ଯୋଗ ଏକ ବୈଜ୍ଞାନିକ ପ୍ରୟୋଗ- ଧର୍ମେନ୍ଦ୍ର ପ୍ରଧାନ • ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ତ୍ୱ ବେଶ୍ ପ୍ରାସଙ୍ଗିକତା ହୋଇଛି• ଯୋଗ ଏକ କାର୍ଯ୍ୟକ୍ରମ ନୁହେଁ ବରଂ ଜୀବନ ପଦ୍ଧତି• ଛାତ୍ରଛାତ୍ରୀମାନେ ପିଲା

୧୭ ଫସଲ ହେବ ବୀମା ଭୁକ୍ତ – ଓଡିଶା ସରକାର

ଭୁବନେଶ୍ବର ୨୧/୦୬/୨୦୨୨ କଳିଙ୍ଗ ଜ୍ୟୋତି ବ୍ୟୁରୋ :  ଚଳିତ ବର୍ଷ ୧୭ ଫସଲ ବୀମାଭୁକ୍ତ କରାଯିବ। ଖରିଫ ଋତୁରେ ୮ଟି ଏବଂ ରବି ଋତୁରେ ୯ଟି ଫସଲକୁ ବୀମାଭୁକ୍ତ କରାଯିବାକୁ ସୋମବାର ମୁଖ୍ୟସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଫସଲବୀମା ସମନ୍ୱୟ କମିଟି

ଯୋଗ ଜୀବନରେ ଶାନ୍ତି ଆଣିଦିଏ: ପ୍ରଧାନମନ୍ତ୍ରୀ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ନୂଆଦିଲ୍ଲୀ ୨୧/୦୬/୨୦୨୨ କଳିଙ୍ଗ ଜ୍ୟୋତି ବ୍ୟୁରୋ : ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। କରୋନା ମହାମାରୀ ପାଇଁ ଦୀର୍ଘ ୨ ବର୍ଷ ହେବ ଭର୍ଚୁଆଲ ଭାବେ ଯୋଗ ଦିବସ ପାଳିତ ହୋଇଥିଲା। କିନ୍ତୁ ଚଳିତ ବର୍ଷ ଭର୍ଚୁଆଲ ନୁହେଁ। ସିଧାସଳଖ ଲୋକମାନେ ଯୋଗ ଦିବସ ଅଭିମୁଖେ

ଡିଜିଟାଲ ସାକ୍ଷରତା ହାସଲ କ୍ଷେତ୍ରରେ ଗ୍ରାମାଞ୍ଚଳ ଆଗରେ – ସ୍ମୃତି ଇରାନୀ

ନୂଆଦିଲ୍ଲୀ ୦୯/୦୩/୨୦୨୨ କଳିଙ୍ଗ ଜ୍ୟୋତି : ଦେଶର ଗ୍ରାମାଞ୍ଚଳରେ ବୈଷୟିକ ଜ୍ଞାନର ବହୁଳ ବ୍ୟବହାର ହେଉଛି ଓ ଅଧିକରୁ ଅଧିକ ଗ୍ରାମାଞ୍ଚଳର ମହିଳା ଡିଜିଟାଲ ସାକ୍ଷରତା ହାସଲ କରୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। ‘ମହିଳା ଏବଂ ଡିଜିଟାଲ ଅର୍ଥନୀତି: ଆତ୍ମନିର୍ଭର ନାରୀ,

ରବିବାର ପୁଣେ ମେଟ୍ରୋ ରେଳ ପ୍ରକଳ୍ପକୁ ଉଦ୍‍ଘାଟନ କରିବେ ପ୍ରଧାନମନ୍ତ୍ରୀ

ପୁଣେ ମେଟ୍ରୋ ରେଳ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର  (ଆସନ୍ତାକାଲି) ଉଦ୍‍ଘାଟନ କରିବେ । ଏହା ସହିତ ସେ ଅନେକ ବିକାଶ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଛତ୍ରପତି ଶିବାଜୀ ମହାରାଜଙ୍କର ଏକ ପ୍ରତିମୂର୍ତ୍ତିକୁ ପୁଣେ ପୌର ନିଗମ ପରିସରରେ ଶ୍ରୀ ମୋଦୀ

ପୌର ନିର୍ବାଚନ ପୂର୍ବରୁ ପଦାରେ ପଡିଲା ବିଜେଡି ର ଗୋଷ୍ଠୀ କନ୍ଦଳ

ପର୍ଯ୍ୟବେକ୍ଷକ ଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ କର୍ମୀ ରାଜଗାଙ୍ଗପୁର ୦୪/୦୩/୨୦୨୨ କଳିଙ୍ଗ ଜ୍ୟୋତି(ସୌମ୍ୟଜୀତ ସ୍ଵାଇଁ) : ପୌରନିର୍ବାଚନ ପୂର୍ବରୁ ପଦାରେ ପଡିଲା ବିଜେଡ଼ି ର ଗୋଷ୍ଠୀ କନ୍ଦଳ। ଶୃଙ୍ଖଳିତ ଦଳ ବୋଲାଉଥିବା ବିଜେଡି ଦଳର ବିଶୃଙ୍ଖଳିତ କାର୍ଯ୍ୟକ୍ରମ ସହରବାସୀ ଙ୍କୁ ଦ୍ୱନ୍ଦ

ଅଫଲାଇନ୍‌ରେ ହିଁ ହେବ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଅଫଲାଇନ ବୋର୍ଡ଼ ପରୀକ୍ଷା ବାତିଲ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ବୁଧବାର ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ କହିଛନ୍ତି ଯେ, ଏପରି ଆବେଦନ ଛାତ୍ରଛାତ୍ରୀମାନଙ୍କୁ ମିଥ୍ୟା ସାନ୍ତ୍ୱନା ଦେଇଥାଏ ।

ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ, ଆୟୋଗଙ୍କ ଜବାବ ତଲବ

ଭୁବନେଶ୍ୱର ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନସିଆରବି) ତଥ୍ୟ ଅନୁଯାୟୀ ଦେଶରେ ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ ସ୍ଥାନରେ ରହିଛି। ଏହି ଘଟଣାକୁ ନେଇ ସଂସଦରେ ଆଲୋଚନା ହେବା ପରେ ଜାତୀୟ ଶିଶୁ ସୁରକ୍ଷା ଆୟୋଗଙ୍କ ପକ୍ଷରୁ ରାଜ୍ୟ ଆଇନ ବିଭାଗକୁ ବିବରଣୀ

ବୁଧବାରରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର ୨୨/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପଶ୍ଚିମା ଝଡ ସହ ସମୁଦ୍ର ଉପରୁ ବହୁଥିବା ବାୟୁର ମିଶ୍ରଣ ଯୋଗୁଁ ବୃଦ୍ଧି ପାଇଛି ଆଦ୍ରତା । ଏହାର ପ୍ରଭାବରେ ବୁଧବାରରେ ଉପକୂଳ ଓଡ଼ିଶା ସହ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁସାରେ

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୭୩ ପ୍ରତିଶତ ଭୋଟ, ନଗଡାରେ ସର୍ବାଧିକ ୮୩ ପ୍ରତିଶତ ମତଦାନ

ଭୁବନେଶ୍ବର ୨୨/୦୨/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ  ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୭୩ ପ୍ରତିଶତ ମତଦାନ ହୋଇଛି। ତେବେ  ଯାଜପୁର ଜିଲାର ପଛୁଆ ଅଞ୍ଚଳ ନଗଡାରେ ରେକର୍ଡ ମତଦାନ ହୋଇଛି।ନଗଡାରେ ସର୍ବାଧିକ ୮୩ ପ୍ରତିଶତ ମତଦାନ ହୋଇଛି।  ସେହିପରି ମାଓ
error: Content is protected !!
Open chat