Browsing Tag

publish

ଲାଲୁ ଯାଦବଙ୍କୁ ଆଉ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ନୂଆଦିଲ୍ଲୀ ୨୧/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୋଖାଦ୍ୟ ଦୁର୍ନୀତି ମାମଲାରେ ପୁଣି ଲାଲୁଙ୍କୁ ଜେଲ ଦଣ୍ଡାଦେଶ । ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ଆଉ ୫ ବର୍ଷ ଜେଲ ଦଣ୍ଡାଦେଶ ମିଳିଛି । ରାଞ୍ଚି ସିବିଆଇ କୋର୍ଟ ଏନେଇ ରାୟ ଶୁଣାଇଛନ୍ତି । ଲାଲୁଙ୍କୁ ଗୋଖାଦ୍ୟ ଦୁର୍ନୀତିର ପଞ୍ଚମ ମାମଲାରେ

ତୃତୀୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ବର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ତୃତୀୟ ପର୍ଯ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୧% ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ମତଦାନ ନେଇ ସୂଚନା ଦେଇ ଶ୍ରୀ ପାଢ଼ୀ କହିଛନ୍ତି ଯେ ରାଜ୍ୟର ୨୯ଟି ଜିଲ୍ଲାର ୬୩ଟି ବ୍ଲକର ୧୩୮୨ଟି

ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଆଜି ତ୍ରିସ୍ତରୀୟ ପଞ୍ଚାୟତ

ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ

ଯାଜପୁରରେ ୪ଟି ବୁଥରେ ଜବରଦଖଲ, ମତଦାନ ବନ୍ଦ; ବିଡ଼ିଓଙ୍କ ଉପରେ ଆକ୍ରମଣ ସୂଚନା

ଯାଜପୁର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଯାଜପୁର ଜିଲ୍ଲାରେ ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବୁଥ ଜବରଦଖଲ ଭଳି ଘଟଣା ଘଟିଥିଲା ବେଳେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତର ସୋତି ୟୁଜିଏମଇ ସ୍କୁଲରେ ଭୋଟଗ୍ରହଣ ଚାଲିଥିବା

୩୪ ସପ୍ତାହର ଭ୍ରୂଣକୁ ଗର୍ଭପାତ ପାଇଁ ଅନୁମତି

କଲକାତା : ସ୍ବାସ୍ଥ୍ୟଗତ ସମସ୍ୟା କାରଣକୁ ନେଇ ଜଣେ ୩୭ବର୍ଷୀୟା ମହିଳାଙ୍କର ୩୪ ସପ୍ତାହର ଭ୍ରୂଣକୁ ଗର୍ଭପାତ କରାଇବା ଲାଗି କୋଲକାତା ଉଚ୍ଚ ନ୍ୟାୟାଳୟ ଅନୁମତି ପ୍ରଦାନ କରିଛନ୍ତି। ଏହା ଦେଶର ସବୁଠାରୁ ବିଳମ୍ବିତ ଗର୍ଭପାତ ଯାହାକୁ ନ୍ୟାୟିକ ଅନୁମତି ମିଳିଛି। ଡାକ୍ତରୀ ବୋର୍ଡର ରିପୋର୍ଟ

ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୧୨ଟା ୨୫ରେ ସେ ଦିଲ୍ଲୀରୁ ବାହାରିବେ। ଅପରାହ୍ଣ ୨ଟା ୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ

ଆରପାରିରେ ବପ୍ପି ଲାହିରୀ

ମୁମ୍ବାଇ ୧୬/୦୨/୨୦୨୨ କଳିଙ୍ଗ ଜ୍ୟୋତି : ସଂଗୀତ ଜଗତକୁ ଗୋଟିଏ ପରେ ଗୋଟିଏ ବଡ ଝଟକା ଲାଗୁଛି। ନିକଟରେ ସ୍ୱର କୋକିଳା ଲତା ମଙ୍ଗେସକରଙ୍କ ପରଲୋକ ହୋଇଥିଲା । ଯାହାପରେ ସମଗ୍ର ଦୁନିଆ ଦୁଃଖରେ ଭାଙ୍ଗିପଡିଥିଲା। ବର୍ତ୍ତମାନ ଆଉ ଏକ ଦୁଃଖଦ ଖବର ସାମ୍ନାକୁ  ଆସିଛି। ପ୍ରସିଦ୍ଧ ଗାୟକ ତଥା

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା: ସାଧୁସନ୍ଥଙ୍କ ଆଗମନରେ ମହିମାଗାଦି ଚଳଚଞ୍ଚଳ, ସନ୍ଧ୍ୟା ୫.୩୦ରେ ଜଳିବ…

ଢେଙ୍କାନାଳ ୧୫/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ମଙ୍ଗଳବାର ମାଘ ଶୁକ୍ଲ ଚତୁର୍ଦ୍ଦଶୀ ପ୍ରାତଃ ବ୍ରାହ୍ମମୂହୂର୍ତ୍ତରୁ ଆରମ୍ଭ ହେବାକୁ ଯାଉଛି । ସନ୍ଧ୍ୟା ୫.୩୦ ମିନିଟ୍‌ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯିବ । ଜଗତ ଭକତର ମଙ୍ଗଳ ପାଇଁ

ଶ୍ରୀମନ୍ଦିର କଟକଣା କୋହଳ-ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ ସାର୍ଟିଫିକେଟ

ଭୁବନେଶ୍ବର ୧୪/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପୁରୀ ଶ୍ରୀମନ୍ଦିର ପାଇଁ ଆଉ ଟିକେ କୋହଳ ହେଲା କଟକଣା। ଶ୍ରୀମନ୍ଦିରରେ ପ୍ରବେଶ କଟକଣା କୋହଳ ହୋଇଛି। ଏଣିକି ବିନା ଟିକା ସାର୍ଟିଫିକେଟରେ ମହାପ୍ରଭୁଙ୍କୁ ଦର୍ଶନ କରିହେବ। ଫେବୃଆରୀ ୨୧ ପରେ ବିନା ଟିକା ସାର୍ଟିଫିକେଟରେ ପ୍ରବେଶ କରିହେବ। ଅଧିକାଂଶ
error: Content is protected !!
Open chat