Browsing Tag

publish

ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି – ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୧୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି  । ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଜୀବନ ଏବଂ ଜୀବିକା ଉଭୟକୁ ପ୍ରାଧାନ୍ୟତା ଦେଉଛନ୍ତି । ଏଥିପାଇଁ ଲକ୍ ଡାଉନ୍‌

ଟିକା ନେବା ପାଇଁ କାହାକୁ ବାଧ୍ୟ କରାଯାଇ ପାରିବ ନାହିଁ : କେନ୍ଦ୍ର ସରକାର

ନୂଆଦିଲ୍ଲୀ ୧୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସମ୍ମତି ବିନା କୌଣସି ବ୍ୟକ୍ତିଙ୍କୁ ବାଧ୍ୟ କରି ଟିକା ଦିଆଯାଇ ପାରିବ ନାହିଁ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଜାରି କରିଥିବା ‘କୋଭିଡ୍‌-୧୯ ଟିକାକରଣ ଗାଇଡ୍‌ଲାଇନ୍‌’ରେ ଉଲ୍ଲେଖ ଥିବା କଥା କେନ୍ଦ୍ର ସରକାର ସୁପ୍ରିମ୍‌ କୋର୍ଟଙ୍କୁ

ଭାରତରେ କୋଭିଡ୍‌ ଟିକାକରଣ ଅଭିଯାନର ୧ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ୍‌-୧୯ ମହାମାରୀ ବିରୁଦ୍ଧରେ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନର ରବିବାର ଦିନ ଏକ ବର୍ଷ ପୂର୍ତ୍ତି ହୋଇଛି। ଏହି ଅବଧି ମଧ୍ୟରେ ୧୫୬.୭୬ କୋଟିରୁ ଅଧିକ ଟିକା ଡୋଜ୍‌ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ସ୍ୱାସ୍ଥ୍ୟ

ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ : ବିଶେଷଜ୍ଞ

ନୁଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନାର ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ । ଆଜିଥ୍ରୋମାଇସିନ୍ ଓ ମଲୁନୋପିରାଭିର ଭଳି ଆଣ୍ଟିବାୟ‌ୋଟିକର ବହୁଳ ବ୍ୟବହାର ନେଇ ଚିନ୍ତା ବ୍ୟକ୍ତକରିଛନ୍ତି ବିଶେଷଜ୍ଞ । ବିଶେଷଜ୍ଞଙ୍କ ମତରେ ଯେଉଁ ରୋଗୀ କରୋନା ଟିକା

ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦ ଛାଡିଲେ ବିରାଟ କୋହଲି

ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବିରାଟ କୋହଲି ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଏକ ଟ୍ବିଟ କରି ସେ ଏହି ସୂଚନା ଦେଇଛନ୍ତି । ଟ୍ବିଟରରେ ସେ ଲେଖିଛନ୍ତି ଯେ ଗତ ୭ ବର୍ଷରେ ସେ କଠିନ ପରିଶ୍ରମ ଓ ଅଧ୍ୟବସାୟ ବଳରେ ସେ ଦଳକୁ ଆଗକୁ ନେଇଛନ୍ତି

୨୨ ପର୍ଯ୍ୟନ୍ତ ଶୋଭାଯାତ୍ରା ମନା, ସଭାକୁ ଅନୁମତି

ଶୋଭାଯାତ୍ରା ଓ ରୋଡ୍‌ ଶୋ’ ଉପରେ କଟକଣା ଜାରି କଲେ ଭାରତ ନିର୍ବାଚନ ଆୟୁକ୍ତ ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଶନିବାର ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଦେଶର ୫ଟି ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କଟକଣାକୁ ବୃଦ୍ଧି କରାଯାଇଛି। ନିର୍ବାଚନ ହେବାକୁ

ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ

ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ଉତ୍ସବକୁ ପାଳନରେ ସାମିଲ କରାଯିବ ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବୀର ପୁରୁଷ ନେତାଜୀ ସୁଭାଷ ଚନ୍ଦ୍ର

ଭାଇରାଲ ଫ୍ଲୁ ପାଇଁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କୋଭିଡ଼୍ ଟେଷ୍ଟିଂ। ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ । କେଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏଭଳି ପ୍ରତିକ୍ରିୟା

ହୋମ ଆଇସୋଲେସନ ପାଇଁ ଗାଇଡଲାଇନ ଜାରି ପଜିଟିଭ ହେଲେ ୭ ଦିନ ହୋମ ଆଇସୋଲେସନ

ନୂଆଦିଲ୍ଲୀ: ଘରୋଇ ସଙ୍ଗରୋଧ ପାଇଁ ଜାରି ହେଲା ମାର୍ଗଦର୍ଶିକା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ମାର୍ଗଦର୍ଶିକା ଜାରି ହୋଇଛି । ସାମାନ୍ୟ ଲକ୍ଷଣ କିମ୍ବା ଲକ୍ଷଣ ବିହୀନ ଲୋକଙ୍କୁ ଘରୋଇ ସଙ୍ଗରୋଧରେ ରହିବାକୁ କୁହାଯାଇଛି । ୬୦ ବର୍ଷରୁ ଅଧିକ ବୟସ୍କ ଲୋକ ଘରେ ସଙ୍ଗରୋଧରେ ରହିବେ

ଦିଲ୍ଲୀରୁ ମିଳିଥିବା ବିସ୍ଫୋରକ ଆରଡିଏକ୍ସ ଥିଲା : ଏନଏସଜି

ନୂଆଦିଲ୍ଲୀ ୧୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପୂର୍ବ ଦିଲ୍ଲୀର ଗାଜିପୁର ଫୁଲ ବଜାର ନିକଟରୁ ଆଜି ମିଳିଥିବା ବିସ୍ଫୋରକ (ଆଇଇଡି) ସଂପର୍କରେ କେତେକ ତଥ୍ୟ ପ୍ରଦାନ କରିଛନ୍ତି ଏନଏସଜି ମହାନିର୍ଦ୍ଦେଶକ ଏମଏ ଗଣପତି । ସେ କହିଛନ୍ତି ଯେ ଆଇଇଡିରେ ଆରଡିଏକ୍ସ ଓ ଆମେନିୟମ ନାଇଟ୍ରେଟ୍ ପରି ବିପଜ୍ଜନକ
error: Content is protected !!
Open chat