Browsing Tag

publish

ଆମ ଶରୀର ପାଇଁ ଟିକା ଓ କାଢା ଉଭୟ ଜରୁରୀ: ଡାକ୍ତର ଅଶୋକ ମହାପାତ୍ର

ଭୁବନେଶ୍ବର ୧୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ଆମ ଶରୀର ପାଇଁ ଭ୍ୟାକସିନ୍ ଓ କାଢା ଉଭୟ ଜରୁରୀ ବୋଲି ବରିଷ୍ଠ ଏଲୋପାଥି ଚିକିତ୍ସକ ଡାକ୍ତର ଅଶୋକ ମହାପାତ୍ର କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଟିକା କରୋନାର ଅମୋଘ ଅସ୍ତ୍ର। କାଢା ମଣିଷ ଶରୀରରେ ରୋଗ

ଅତି ଆବଶ୍ୟକ ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୧୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : ହସ୍ପିଟାଲରେ କଟକଣା ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ। ଏଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ

କରୋନା ବିରୋଧୀ ଲଢେଇରେ ଆମେ ନିଶ୍ଚିତ ବିଜୟୀ ହେବା : ପ୍ରଧାନମନ୍ତ୍ରୀ

ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀ ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପରିପ୍ରକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା କହିଛନ୍ତି।

ଦ୍ୱିତୀୟ ଲହର ତୁଳନାରେ ଏବେ ବହୁତ କମ୍ ରହିଛି ହସ୍ପିଟାଲାଇଜେସନ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ ସଂକ୍ରମଣ ଉପର ମୁହାଁ ଟ୍ରେଣ୍ଡରେ ରହିଛି । ବହୁତ ଅଳ୍ପ ଦିନରେ ଆମେ ଦ୍ୱିତୀୟ ଲହର ପିକକୁ ପାର୍ କରି ଯାଇ ପାରୁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ଗୋଟିଏ ପାଣ୍ଡେମିକରେ ପ୍ରଥମେ ବଢ଼ିବ

ଟିକା ନେଇନଥିବା ଲୋକଙ୍କ ପାଇଁ ଓମିକ୍ରନ ବିପଜ୍ଜନକ- ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ

ଜେନେଭା ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଓମିକ୍ରନ ପ୍ରକରଣ କେବଳ ଦ୍ରୁତ ଗତିରେ ବିଶ୍ୱବାସୀଙ୍କୁ ସଂକ୍ରମିତ କରୁନାହିଁ । ଏହା ମଧ୍ୟ କୋଭିଡ-୧୯ର ଅନ୍ୟ ପ୍ରକରଣ ଭଳି ବିପଜ୍ଜନକ । ଏଥିରେ ଆକ୍ରାନ୍ତ ଲୋକ ହାସପାତାଳରେ ଭର୍ତ୍ତି ହେଉଛନ୍ତି । କେତେକଙ୍କର ମୃତ୍ୟୁ ଘଟୁଛି । ତେଣୁ ଏହାକୁ ହାଲୁକା

କରୋନା ସଂକ୍ରମିତ ହେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ପାଟନା ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବିହାରରେ କରୋନା ଭାଇରସ୍ ସଂକ୍ରମଣ କମିବାର ନାମ ନେଉନାହିଁ । ଏହି ସଂକ୍ରମଣ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ପହଞ୍ଚିଛି। ସେହିପରି ଓମିକ୍ରନ୍ ମାମଲା ମଧ୍ୟ ବଢ଼ିବାରେ ଲାଗିଛି । ସୋମବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କରୋନା ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ

ଯାହାର ଦମ ଥିବ ସିଏ ମଥୁରାରେ ମନ୍ଦିର ଗଢିବ : ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୀତି ସରଗରମ ହୋଇ ଉଠିଛି । ରାଜନୈତିକ ବୟାନବାଜି ଭିତରେ ଉଠୁଛି ପଡୁଛି ଉତ୍ତରପ୍ରଦେଶ । ଶାସକ-ବିରୋଧୀଙ୍କ ବାକ୍ୟ ବାଣ ସଂକେତ ଦେଉଛି ଯେ, ଏଥର ଆଉ ଏକପାଖିଆ ହେବନି ଉତ୍ତରପ୍ରଦେଶ ନିର୍ବାଚନ ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ

ନୂଆଦିଲ୍ଲୀ ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ସେ ଘରେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ନିକଟରେ କରୋନାର କୌଣସି ବଡ ଲକ୍ଷଣ ନଥିବା

କୋଭିଡ୍‌-୧୯ ମାମଲାଜନିତ ‘ହୋମ୍‌ ଆଇସୋଲେସନ୍’ ପାଇଁ ସଂଶୋଧିତ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ ୦୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଘରେ ଏକାନ୍ତବାସ (ହୋମ୍‌ ଆଇସୋଲେସନ୍‌) କରୁଥିବା କୋଭିଡ୍-୧୯ ଆକ୍ରାନ୍ତଙ୍କ ନିମନ୍ତେ କେନ୍ଦ୍ର ସରକାର ସଂଶୋଧିତ ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ସଂଶୋଧିତ ଗାଇଡ୍‌ଲାଇସନ୍‌ ଅନୁସାରେ, ପଜିଟିଭ୍ ବାହାରିବାର ଅନ୍ୟୂନ ୭ ଦିନ ଧରି ଘରେ ରହିବା ସହ
error: Content is protected !!
Open chat