Browsing Tag

publish

ଭଗବାନଙ୍କୁ ସମନ କରିପାରିବନି ଅଦାଲତ – ମାଡ୍ରାସ ଉଚ୍ଚ ନ୍ୟାୟାଳୟ

ଚେନ୍ନଇ ୦୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଭଗବାନଙ୍କୁ ଅଦାଲତ ସମନ କରିପାରିବ ନାହିଁ ବୋଲି ନିଜ ରାୟରେ ସ୍ପଷ୍ଟ କରି ଦେଇଛନ୍ତି ମାଡ୍ରାସ ଉଚ୍ଚ ନ୍ୟାୟାଳୟ। କୁମବାକୋନାମସ୍ଥିତ ଏକ ନିମ୍ନ ଅଦାଲତ ନିର୍ଦେଶ ବିରୋଧରେ ଆସିଥିବା ଯାଚିକାର ଶୁଣାଣି କରି ମାଡ୍ରାସ ଉଚ୍ଚ ନ୍ୟାୟାଳୟ ଏହି ରାୟ

କରୋନା କଟକଣା ମଧ୍ୟରେ ୫ ରାଜ୍ୟର ୬୯୦ ଆସନରେ ହେବ ମତଦାନ

ନୂଆଦିଲ୍ଲୀ ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା କଟକଣା ମଧ୍ୟରେ ଏଥର  ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବିଧାନସଭା ନିର୍ବାଚନ ହେବ । ମୁଖ୍ୟ ନିର୍ବାଚନ ଆୟୋଗ ସୁଶୀଲ ଚନ୍ଦ୍ରା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଏଥର ଅନଲାଇନରେ ନାମାଙ୍କନ ପତ୍ର ଦାଖଲ

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ମୋଟ ୪୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପଞ୍ଚାୟତିରାଜ ବିଭାଗ ତରଫରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ଏହି

ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଲେଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ଟିକାକରଣରେ

ଜାନୁଆରୀରେ ଶିଖର ଛୁଇଁବ, ମାର୍ଚ୍ଚରେ ଶେଷ

ନୂଆଦିଲ୍ଲୀ ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନାର ତୃତୀୟ ଲହର ଆସିଥିବାବେଳେ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଭୟ ଓ ଆଶଙ୍କା ଭିତରେ ନୂଆ ପ୍ରଜାତି ଭୂତାଣୁ ଓମିକ୍ରନକୁ ନେଇ ଦେଶରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଥିବା ବେଳେ ଜାନୁଆରୀ ଶେଷ ଭାଗରେ ଏହା ଶିଖର ଛୁଇଁବ ବୋଲି ଆଇଆଇଟି

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ପୁୁଣି ଲାଗିଲା କଟକଣା

୧୦ରୁ ୩୧ ତାରିଖ ଯାଏଁ ଜଗା ଦର୍ଶନ ବନ୍ଦ ପୁରୀ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ପୁଣି ଥରେ ହଠାତ୍‌ ବଢ଼ିଯିବାରୁ କଟକଣା ବଢ଼ିଛି। କରୋନାର ପ୍ରଭାବ ପୁରୀ ସହର ଉପରେ ପଡ଼ିଛି। ଆସନ୍ତା ଜାନୁଆରି ୧୦ ତାରିଖ ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ଆସନ୍ତା ୧୦ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ପୁଣି କରୋନା ସଂକ୍ରମଣର ହାର ବଢ଼ିବାରେ ଲାଗିଛି । ଯେଉଁଥି ପାଇଁ ସରକାର ଆଗୁଆ ସଚେତନ ମୂଳକ ପଦକ୍ଷେପ ନେଇଛନ୍ତି । ଏହି କ୍ରମରେ ଜାନୁଆରୀ ୧୦ରୁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟ

ବିଶ୍ୱସ୍ତରୀୟ ହେବ କଟକ ରେଳଷ୍ଟେସନ : ଅଶ୍ୱିନୀ ବୈଷ୍ଣବ

କଟକ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ। କେନ୍ଦ୍ର ରେଳ, ଇଲୋକ୍ଟ୍ରୋନିକ୍ସ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା ଘୋଷଣା କରିଛନ୍ତି। ଶୁକ୍ରବାର କଟକ ରେଳଷ୍ଟେସନରେ ପୂର୍ବ ପ୍ରବେଶ ଦ୍ୱାର ଉନ୍ନତିକରଣର ଭିତ୍ତିପ୍ରସ୍ତର

ବିଦେଶ ଫେରନ୍ତାଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ

ନୂଆଦିଲ୍ଲୀ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି :  ବିଦେଶରୁ ଫେରୁଥିବା ଲୋକଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି । ବିଦେଶ ଫେରନ୍ତା  ୭ ଦିନ ଗୃହ ସଙ୍ଗରୋଧରେ ରହିବା ପାଇଁ କେନ୍ଦ୍ର ସରକାର ଏହି ନୂଆ ମାର୍ଗଦର୍ଶୀକା ଜାରି କରିଛନ୍ତି । ଆସନ୍ତା ୧୧ ତାରିଖରୁ ଏହା ଲାଗୁ ହେବ। କରୋନା

ଖୋଲା ରହିବ ନନ୍ଦନକାନନ, କେବଳ ଅନଲାଇନରେ ମିଳିବ ଟିକେଟ

ଭୁବନେଶ୍ୱର ୦୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ପରିବର୍ତ୍ତିତ କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି ଠାରୁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ବର୍ଟାନିକାଲ ଗାର୍ଡେନ ଖୋଲା ରହିବ। ସୂଚନା ମୁତାବକ, ନନ୍ଦନକାନନ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନଙ୍କୁ କୋଭିଡ
error: Content is protected !!
Open chat