କୃଷି ଆଇନକୁ ବିରୋଧ: ମେଣ୍ଟ ପାଇଁ ଅଡୁଆ, ଏନ୍ଡିଏ ଛାଡ଼ିବାକୁ ଆରଏଲ୍ପିର ଧମକ
ନୂଆଦିଲ୍ଲୀ,୦୧/୧୨: କୃଷି ସଂସ୍କାର ଆଇନକୁ ରଦ୍ଦ କରିବା ଦାବିରେ ଚାଷୀମାନେ ‘ଦିଲ୍ଲୀ ଚଲ୍ଲୋ’ ଅଭିଯାନ ଜାରି ରଖିଥିଲା ବେଳେ ଏନ୍ଡିଏ ଦଳ ଭିତରେ ଅସନ୍ତୋଷ ମଧ୍ୟ ଦେଖାଦେଇଛି । ପୂର୍ବରୁ ଏହି ପ୍ରସଙ୍ଗରେ ଶିରୋମଣି ଅକାଳୀ ଦଳ (ଏସ୍ଏଡି) ଏନ୍ଡିଏରୁ ଓହରିଯାଇଥିଲା ବେଳେ ଏବେ ଅନ୍ୟତମ ସହଯୋଗୀ!-->…