Browsing Tag

quits

ବଢ଼ୁଛି ମମତାଙ୍କ ଅଡ଼ୁଆ: ବନ ମନ୍ତ୍ରୀ ରାଜୀବ ବାନାର୍ଜୀ ଦେଲେ ପଦରୁ ଇସ୍ତଫା

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଓ ତୃଣମୂଳ ସମସ୍ୟା ବଢ଼ିବାରେ ଲାଗିଛି । ପୂର୍ବରୁ କିଛି ସାଂସଦ ଓ ବିଧାୟକ ଦଳ ଛାଡ଼ିଥିଲେ । ଏହାପରେ ଅଧିକାରୀ ଭ୍ରାତା ମମତାଙ୍କୁ ଛାଡ଼ି ଚାଲିଯିବା ପରେ ଜଣକ ପରେ ଜଣେ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେବାରେ ଲାଗିଛନ୍ତି । ଆଉ ୩ ମାସ ପରେ ପଶ୍ଚିମବଙ୍ଗ…

ଭାରତ ଛାଡିଲା ବାଇକ ନିର୍ମାତା ଆମେରିକୀୟ କମ୍ପାନୀ “ହାର୍ଲେ ଡେଭିଡ଼ସନ”

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୬-୦୯-୨୦ : ଲକଜୁରି ବାଇକ ନିର୍ମାତା ଆମେରିକୀୟ କମ୍ପାନୀ ହାର୍ଲେ ଡେଭିଡ଼ସନ ଭାରତ ଛାଡ଼ୁଛି। କମ୍ପାନୀ ଭାରତରେ ଏହାର ବ୍ୟବସାୟ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାଫଳରେ ଦେଶରେ ହାର୍ଲେ ଡେଭିଡ଼ସନର ଗାଡି ଆଉ ଉତ୍ପାଦନ ହେବ ନାହିଁ। ବର୍ତ୍ତମାନ…
error: Content is protected !!
Open chat