Browsing Tag

report

ପାକିସ୍ତାନର ପାଗଳାମି ପୁଣି ବାହାରିଲା: କାଶ୍ମୀରକୁ ନିଜର ଦେଖାଇ ଇମରାନଙ୍କ ନୂଆ ପଲିଟିକାଲ ମ୍ୟାପ୍ ଜାରି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ଲାହୋର ୦୫/୦୮ : ନେପାଳ ରାସ୍ତାରେ ପାକିସ୍ତାନ । ପାକ୍‌ର ଇମରାନ ଖାନ ସରକାର ଏବେ ବିବଦୀୟ ନକ୍ସା ଜାରି କରିଛନ୍ତି । ଏଥିରେ ପାକିସ୍ତାନ କାଶ୍ମୀରକୁ ନିଜର ବୋଲି ଦାବି କରିଛି । ପୂର୍ବରୁ ପାକିସ୍ତାନ କେବଳ ପିଓକେକୁ ନିଜର ବୋଲି ଦାବି କରୁଥିଲା ।

ଅଯୋଧ୍ୟା ରାମ ମନ୍ଦିରର ଜାରି ହେଲା ପ୍ରଥମ ଫଟୋ : ଏମିତି ଦିଶିବ ରାମ ମନ୍ଦିର: ଦେଖନ୍ତୁ ମନ୍ଦିରର ବିଶେଷତ୍ବ ଓ ଏହାର…

୩ ଏକରରେ ମନ୍ଦିର, ୬୭ ଏକର ଜମିରେ ମ୍ୟୁଜିୟମ ସହ ସୀତା, ଲକ୍ଷ୍ମଣ, ଭରତ ଓ ଭଗବାନ ଗଣେଶଙ୍କ ମନ୍ଦିର ନିର୍ମାଣ ହେବ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ୧୯୮୯ରେ ରାମମନ୍ଦିର ଓ ଏହାର ପରିସର ନିର୍ମାଣ ନିମନ୍ତେ ପ୍ରସ୍ତୁତ କରିଥିଲା ନୂଆ ମଡ଼େଲ କଳିଙ୍ଗ ଜ୍ୟୋତି

ଲେବାନନ ରାଜଧାନୀ ବେରୁଟରେ ଭୟଙ୍କର ବିସ୍ଫୋରଣ ୭୮ ମୃତ, ୪ ହଜାରରୁ ଅଧିକ ଆହତ, ୧୦୦ ଫୁଟ ଉପରକୁ ଉଠିଗଲା ପାଣି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୮: ଲେବାନନର ରାଜଧାନୀ ବିରୁଟରେ ଶକ୍ତିଶାଳୀ ବିଷ୍ପୋରଣ ହେବା ଫଳରେ ୭୮ ଜଣଙ୍କର ମୃତ୍ୟୁ ହୋଇଥିବା ସହିତ ଶତାଧିକ ଗୁରୁତର ହୋଇଥିବା ବେଳେ ୪ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏଠାରେ ଦୁଇଟି ବିସ୍ଫୋରଣ ହୋଇଥିଲା, ଗୋଟିଏ ଛୋଟ ଏବଂ ଅନ୍ୟଟି ବହୁତ

“ରାମ ସମସ୍ତଙ୍କ ଭିତରେ ଅଛନ୍ତି, ରାମ ସମସ୍ତଙ୍କ ସହ ଅଛନ୍ତି” – ପ୍ରିୟଙ୍କା ଗାନ୍ଧୀଙ୍କ ରାମ ରାମ…

ଆସନ୍ତାକାଲି ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜାଯୋଗ ଦେବେ ମୋଦୀଭୂମି ପୂଜା ପୂର୍ବରୁ ରାଜନୀତି ଜୋରଟୁଇଟ କରି ରାମ ରାମ ଜପିଲେ ପ୍ରିୟଙ୍କା ଗାନ୍ଧୀ ଦୀର୍ଘ ବର୍ଷର ସ୍ୱପ୍ନ ପୂରା ହେବାକୁ ଯାଉଛି। ଆସନ୍ତାକାଲି ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଆୟୋଜନ

ଚୀନ୍‌କୁ ଆଉ ଏକ ଝଟ୍‌କା, ଆଇପିଏଲ୍ ପ୍ରଯୋଜକରୁ ହଟିଲା ଚାଇନିଜ ମୋବାଇଲ କମ୍ପାନୀ “ଭିଭୋ”

ନୂଆଦିଲ୍ଲୀ: ଚୀନ୍ ଉପରେ ଭାରତର ଆଉ ଏକ ଶକ୍ତ ଜିଟିଟାଲ୍ ଝଟକା। ଭାରତ-ଚୀନ୍ ବିବାଦର ପ୍ରଭାବ ୨୦୨୦ ଆଇପିଏଲ୍ ଉପରେ ପଡ଼ିଛି। ଚଳିତ ବର୍ଷ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ରେ ‘VIVO’ ଟାଇଟଲ୍ ସ୍ପନସରରୁ ହଟିଯାଇଛି। ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲର ବୈଠକରେ ଚାଇନିଜ୍ ସ୍ପନସରକୁ ରିଟେନ୍

ରାଖୀ ପୂର୍ଣ୍ଣିମାରେ ସୋନୁଙ୍କ ଆଉ ଏକ ମହାନତାର କାହାଣୀ : ଝୁମ୍ପୁଡ଼ିରେ ରହୁଥିବା ମହିଳାଙ୍କୁ ସୋନୁ ଘରଟିଏ ଦେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୫/୦୮: କରୋନା ମହାମାରୀ ସମୟରେ ଦେଶବ୍ୟାପି ଲକଡାଉନ୍ ଆରମ୍ଭ ହେବା ପରେ ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରିବା ଆରମ୍ଭ କଲେ। ଏହି ସମୟରେ ସେମାନେ ଅକଥନୀୟ ଦୁଃଖଦୁର୍ଦ୍ଦଶାର ସମ୍ମୁଖୀନ ହେଲେ। ତେବେ ଯେଉଁ କତିପୟ ସେଲିବ୍ରିଟି ଶ୍ରମିକଙ୍କ ସାହାଯ୍ୟ ଲାଗି

ରାଜ୍ୟବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ : ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରି କହିଛନ୍ତି ଯେ, ଆସନ୍ତାକାଲି ବୁଧବାର, ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସମସ୍ତ ରାଜ୍ୟବାସୀ ଏକ ମିନିଟ ନୀରବ ପ୍ରାର୍ଥନା

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ

ସର୍ବଭାରତୀୟ ଲୋକସେବା ପରୀକ୍ଷାଫଳ ପ୍ରକାଶିତ : କୃତକାର୍ଯ୍ୟ ହେଲେ ୮୨୯ ଜଣ ପରୀକ୍ଷାର୍ଥୀ, ଟପଟେନରେ ଓଡ଼ିଶାରୁ ୨ ଜଣ

ଭୁବନେଶ୍ୱର / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଇଏଏସ୍‌, ଆଇପିଏସ୍‌, ଆଇଆର୍‌ଏସ୍‌, ଆଇଏଫ୍‌ଏସ ଆଦି ବିଭିନ୍ନ ସର୍ବଭାରତୀୟ ସେବା ବର୍ଗରେ ନିଯୁକ୍ତି ଲାଗି ଭାରତୀୟ ଲୋକସେବା ଆୟୋଗ ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ସମୁଦାୟ
error: Content is protected !!
Open chat