ଆତ୍ମହତ୍ୟା ନୁହେଁ, ସୁଶାନ୍ତଙ୍କୁ ହତ୍ୟା କରାଯାଇଛି : ୨୬ଟି ସୁରାକ୍ ଦେଲେ ସୁବ୍ରମଣ୍ୟମ ସ୍ୱାମୀ
ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ୍ ମୃତ୍ୟୁ ଘଟଣା ଦିନକୁ ଦିନ ରୋଚକ ମୋଡ ନେଉଛି। ମୁମ୍ବାଇ ପୋଲିସ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ସୁଶାନ୍ତଙ୍କ ଫ୍ୟାନ୍ସ ତଥା ପରିବାର ଲୋକେ ଏହାକୁ ସହଜରେ ଗ୍ରହଣ କରୁନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ (Central Bureau of!-->…
