ପ୍ରଧାନମନ୍ତ୍ରୀଙ୍କୁ ସୁବ୍ରମଣ୍ୟମ୍ ସ୍ୱାମୀଙ୍କ ଚିଠି ସଂଶୋଧନ ହେଉ ‘ଜନ ଗଣ ମନ…’
ଭାରତର ଜାତୀୟ ସଙ୍ଗୀତ ‘ଜନ ଗଣ ମନ …. ’ରେ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ସାଂସଦ ସୁବ୍ରମଣ୍ୟମ୍ ସ୍ବାମୀ। ସଙ୍ଗୀତର ପ୍ରଥମ ତିନିଟି ଶବ୍ଦ (ଜନ-ଗଣ-ମନ)କୁ ପରିବର୍ତ୍ତନ କରିବାକୁ ସେ ଅନୁରୋଧ କରିଛନ୍ତି। ଏହି ଚିଠିର ଏକ ନକଲ ସେ!-->…