ମାହାଙ୍ଗା ବ୍ଲକ ଅନ୍ତର୍ଗତ ଭଦ୍ରେଶ୍ୱରଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ
ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ମାହାଙ୍ଗା ବ୍ଲକ ଅନ୍ତର୍ଗତ ଭଦ୍ରେଶ୍ୱରଠାରେ ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ୧୪୩ ତମ ଜୟନ୍ତୀ ପାଳିତ ହୋଇଯାଇଛି । ସମାଜସେବୀ ପ୍ରହଲ୍ଳାଦ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ!-->…