Browsing Tag

report

ଜଗତପୁରର ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କଟକ ଜଗତପୁର ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଆଇସିୟୁରେ ନିଆଁ ଲାଗିଥିବା ସୂଚନା ମିଳିଛି । ଖବାର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। କୋଭିଡ ହସ୍ପିଟଲା ହୋଇଥିବାରୁ ରୋଗୀମାନଙ୍କୁ

ଆଜି ଠାରୁ ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା

ନାମ ଲେଖା ପ୍ରକ୍ରିୟାରୁ ବାଦ ପଡ଼ିଲେ ସ୍ଲାଇଡ୍‌ ଅପ୍‌ ପାଇଁ ବିଦ୍ୟାର୍ଥୀ କରିବେ ଆବେଦନ ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା ସୋମବାରଠୁ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ୟ୍ୟାୟ ମେଧା ତାଲିକାରେ

ଆଜିଠାରୁ ଆଇପିଏଲ୍‍ର ୧୩ଶ ସଂସ୍କରଣ

ମୁମ୍ବଇ ଇଣ୍ଡିଆନ୍ସ-ଚେନ୍ନଇ ସୁପର କିଙ୍ଗସ୍‌ ଉଦ୍‌ଘାଟନୀ ମ୍ୟାଚ ଆବୁଧାବି/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୯-୦୯-୨୦ : ସମସ୍ତ କଳ୍ପନା ଜଳ୍ପନାର ଅନ୍ତଃ ହେବାକୁ ଯାଉଛି। ଶନିବାରଠାରୁ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ

ଜାତୀୟ ସୁରକ୍ଷା ଉପରେ ବଡ଼ ବିପଦ!ନ୍ୟାସନାଲ ଇନଫରମେଟିକ୍ସ ସେଣ୍ଟରର କମ୍ପ୍ୟୁଟର ହ୍ୟାକ, ପ୍ରଧାନମନ୍ତ୍ରୀଙ୍କ ଠାରୁ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ :ସେପ୍ଟେମ୍ବର ଆରମ୍ଭରୁ ଚୀନ୍‌ ଦ୍ବାରା କରାଯାଇଥିବା ତଥ୍ୟ ଚୋରି ଘଟଣା ପରେ ଏବେ ଆଉ ଏକ ବଡ଼ ଖୁଲାସା ହୋଇଛି। ନ୍ୟାସନାଲ ଇନଫରମେଟିକ୍ସ ସେଣ୍ଟର (ଏନଆଇସି)ର ଅନେକ କମ୍ପ୍ୟୁଟରକୁ ହ୍ୟାକରଙ୍କ ଦ୍ୱାରା ହ୍ୟାକ୍ କରାଯାଇଥିବା ଜଣା ପଡ଼ିଛି |

ସି-ସୋର ଚିଟଫଣ୍ଡ ଲିଙ୍କ୍‍ ନେଇ ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ରଙ୍କ ବାସ ଭବନରେ ସିବିଆଇ ରେଡ୍

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ :ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍। ଭୁବନେଶ୍ବର ୟୁନିଟ୍ ସ୍ଥିତ ସରକାରୀ ବାସଭବନରେ ରୋଡ୍ ଚାଲିଥିବା ସୂଚନା ମିଳିଛି। ସି- ସୋର ଲିଙ୍କ ଅଭିଯୋଗରେ ସିବିଆଇ ତାଙ୍କ ଘରେ ଚଢ଼ଉ କରିଥିବା ଜଣାପଡିଛି। ଏଥି

ତାଳଚେର – ବିମଳାଗଡ ପ୍ରସ୍ତାବିତ ରେଳପଥ: ୧୬ ବର୍ଷ ବିତିଗଲା, ଜମିଦେଇ ପାରିଲେନି ରାଜ୍ୟ ସରକାର ! ! ହାଇକୋର୍ଟରେ…

ରାଉରକେଲା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୯ : ଏହାରି ଭିତରେ ୧୬ ବର୍ଷ ବିତିଗଲା କିନ୍ତୁ ରାଜ୍ୟ ସରକାର ବିମଳାଗଡ -ତାଳଚେର ରେଳ ପଥ ଲାଗି ଆବଶ୍ୟକ ଜମି ଅଧିଗ୍ରହଣ କରି ଦେଇପାରିଲେନି, ସଂଗ୍ରାମ ସମିତି ସମସ୍ତ ରାସ୍ତା ଅନୁସରଣ କରି ବିଫଳ ହେବା ପରେ ଏନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି

ସାବଧାନ ! ! ସାବାଡ୍‌ ହେବେ ଅମାନିଆ : ଟ୍ୱିନ-‌ସିଟିରେ କୋଭିଡ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ନଜର ରଖିବାକୁ ନିୟୋଜିତ…

ମାର୍କେଟରେ ଜଗିବେ ଏନଫୋର୍ସମେଣ୍ଟ ଟିମ‌ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୯ : କୋଭିଡ ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କରିବାପାଇଁ ଭୁବନେଶ୍ୱର ଏବଂ କଟକ ଠାରେ ଅଧିକ ୫୦ଜଣ ଅଧିକାରୀ ଏବଂ ୫ ପ୍ଲାଟୁନ୍‌ ଅଧିକ ସଶସ୍ତ୍ର ପୋଲିସ ନିୟୋଜିତ ହେବେ । କୋଭିଡ ନିୟମ

ବୈଦୁତିକ ଗଣମାଧ୍ୟମ ଅପେକ୍ଷା ଡିଜିଟାଲ ମିଡିଆରେ ଖବର ଅଧିକ ଭାଇରାଲ ହୁଏ : ସୁପ୍ରିମକୋର୍ଟରେ କେନ୍ଦ୍ର ସରକାରଙ୍କ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବୈଦୁତିକ ଗଣମାଧ୍ୟମ ପାଇଁ ମାନକ ପ୍ରସ୍ତୁତ କରିବା ମାମଲାରେ ଆଜି(ଗୁରୁବାର) ସୁପ୍ରିମକୋର୍ଟ ଶୁଣାଣି ହେବାର ଅଛି। କେନ୍ଦ୍ର ସରକାର କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। କେନ୍ଦ୍ର ସରକାର କହିଛନ୍ତି, ବୈଦୁତିକ ଗଣମାଧ୍ୟମ ଅପେକ୍ଷା ଡିଜିଟାଲ

ଆମରିକାରେ ସମସ୍ତ ନାଗରିକଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଟିକା : ଟ୍ରମ୍ପ ପ୍ରଶାସନ

ୱାଶିଂଟନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ :  ଆମରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି। କୋଭିଡ-୧୯ ଟିକା ପାଇଁ ତାଙ୍କ ଯୋଜନା ପ୍ରକାଶ କରିବା ସହିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହା ଉପରେ କାର୍ଯ୍ୟ ଆରମ୍ଭ କରିଛି। ଏହା

ଉର୍ମିଳା ମାତୋଣ୍ଡକର ଅଭିନୟ ପାଇଁ ନୁହେଁ, ‘ସପ୍ଟ ପର୍ଣ୍ଣ’ ପାଇଁ ଜଣାଶୁଣା: କଙ୍ଗନା ରାଣାୱତ୍

ମୁମ୍ବାଇ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବଲିଉଡରେ ‘ନେପୋଟିଜିମ୍’ ଏବଂ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ଗୋଟିଏ ପରେ ଗୋଟିଏ ବିବୃତ୍ତି ଦେବାରେ ଲାଗିଛନ୍ତି। ପ୍ରଥମେ ନେପୋଟିଜିମ୍ କୁ ନେଇ କଙ୍ଗନା ସ୍ବର ଉତ୍ତୋଳନ କରିଥିବା ବେଳେ ପରେ ଡ୍ରଗ୍ସକୁ ନେଇ କହିବା ଆରମ୍ଭ
error: Content is protected !!
Open chat