Browsing Tag

reporter

ପୌର ନିର୍ବାଚନ ପୂର୍ବରୁ ପଦାରେ ପଡିଲା ବିଜେଡି ର ଗୋଷ୍ଠୀ କନ୍ଦଳ

ପର୍ଯ୍ୟବେକ୍ଷକ ଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ କର୍ମୀ ରାଜଗାଙ୍ଗପୁର ୦୪/୦୩/୨୦୨୨ କଳିଙ୍ଗ ଜ୍ୟୋତି(ସୌମ୍ୟଜୀତ ସ୍ଵାଇଁ) : ପୌରନିର୍ବାଚନ ପୂର୍ବରୁ ପଦାରେ ପଡିଲା ବିଜେଡ଼ି ର ଗୋଷ୍ଠୀ କନ୍ଦଳ। ଶୃଙ୍ଖଳିତ ଦଳ ବୋଲାଉଥିବା ବିଜେଡି ଦଳର ବିଶୃଙ୍ଖଳିତ କାର୍ଯ୍ୟକ୍ରମ ସହରବାସୀ ଙ୍କୁ ଦ୍ୱନ୍ଦ…

ଅଫଲାଇନ୍‌ରେ ହିଁ ହେବ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଅଫଲାଇନ ବୋର୍ଡ଼ ପରୀକ୍ଷା ବାତିଲ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ବୁଧବାର ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ କହିଛନ୍ତି ଯେ, ଏପରି ଆବେଦନ ଛାତ୍ରଛାତ୍ରୀମାନଙ୍କୁ ମିଥ୍ୟା ସାନ୍ତ୍ୱନା ଦେଇଥାଏ ।…

ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ, ଆୟୋଗଙ୍କ ଜବାବ ତଲବ

ଭୁବନେଶ୍ୱର ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନସିଆରବି) ତଥ୍ୟ ଅନୁଯାୟୀ ଦେଶରେ ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ ସ୍ଥାନରେ ରହିଛି। ଏହି ଘଟଣାକୁ ନେଇ ସଂସଦରେ ଆଲୋଚନା ହେବା ପରେ ଜାତୀୟ ଶିଶୁ ସୁରକ୍ଷା ଆୟୋଗଙ୍କ ପକ୍ଷରୁ ରାଜ୍ୟ ଆଇନ ବିଭାଗକୁ ବିବରଣୀ…

ବୁଧବାରରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର ୨୨/୦୨/୨୦୨୨ କଳିଙ୍ଗ ଜ୍ୟୋତି : ପଶ୍ଚିମା ଝଡ ସହ ସମୁଦ୍ର ଉପରୁ ବହୁଥିବା ବାୟୁର ମିଶ୍ରଣ ଯୋଗୁଁ ବୃଦ୍ଧି ପାଇଛି ଆଦ୍ରତା । ଏହାର ପ୍ରଭାବରେ ବୁଧବାରରେ ଉପକୂଳ ଓଡ଼ିଶା ସହ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁସାରେ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୭୩ ପ୍ରତିଶତ ଭୋଟ, ନଗଡାରେ ସର୍ବାଧିକ ୮୩ ପ୍ରତିଶତ ମତଦାନ

ଭୁବନେଶ୍ବର ୨୨/୦୨/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ  ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୭୩ ପ୍ରତିଶତ ମତଦାନ ହୋଇଛି। ତେବେ  ଯାଜପୁର ଜିଲାର ପଛୁଆ ଅଞ୍ଚଳ ନଗଡାରେ ରେକର୍ଡ ମତଦାନ ହୋଇଛି।ନଗଡାରେ ସର୍ବାଧିକ ୮୩ ପ୍ରତିଶତ ମତଦାନ ହୋଇଛି।  ସେହିପରି ମାଓ…

ଲାଲୁ ଯାଦବଙ୍କୁ ଆଉ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ନୂଆଦିଲ୍ଲୀ ୨୧/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୋଖାଦ୍ୟ ଦୁର୍ନୀତି ମାମଲାରେ ପୁଣି ଲାଲୁଙ୍କୁ ଜେଲ ଦଣ୍ଡାଦେଶ । ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ଆଉ ୫ ବର୍ଷ ଜେଲ ଦଣ୍ଡାଦେଶ ମିଳିଛି । ରାଞ୍ଚି ସିବିଆଇ କୋର୍ଟ ଏନେଇ ରାୟ ଶୁଣାଇଛନ୍ତି । ଲାଲୁଙ୍କୁ ଗୋଖାଦ୍ୟ ଦୁର୍ନୀତିର ପଞ୍ଚମ ମାମଲାରେ…

ତୃତୀୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ବର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ତୃତୀୟ ପର୍ଯ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୧% ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ମତଦାନ ନେଇ ସୂଚନା ଦେଇ ଶ୍ରୀ ପାଢ଼ୀ କହିଛନ୍ତି ଯେ ରାଜ୍ୟର ୨୯ଟି ଜିଲ୍ଲାର ୬୩ଟି ବ୍ଲକର ୧୩୮୨ଟି…

ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଆଜି ତ୍ରିସ୍ତରୀୟ ପଞ୍ଚାୟତ…

ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ…

ଯାଜପୁରରେ ୪ଟି ବୁଥରେ ଜବରଦଖଲ, ମତଦାନ ବନ୍ଦ; ବିଡ଼ିଓଙ୍କ ଉପରେ ଆକ୍ରମଣ ସୂଚନା

ଯାଜପୁର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଯାଜପୁର ଜିଲ୍ଲାରେ ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବୁଥ ଜବରଦଖଲ ଭଳି ଘଟଣା ଘଟିଥିଲା ବେଳେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତର ସୋତି ୟୁଜିଏମଇ ସ୍କୁଲରେ ଭୋଟଗ୍ରହଣ ଚାଲିଥିବା…
error: Content is protected !!
Open chat