ଗଣତନ୍ତ୍ର ଦିବସ ସମାରୋହରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ
ନୂଆଦିଲ୍ଲୀ : ଏବର୍ଷର ଗଣତନ୍ତ୍ର ଦିବସ ପରେଡରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି ।
ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ କରୋନା ମହାମାରୀ ଯୋଗୁଁ ଏବର୍ଷ କୌଣସି!-->!-->!-->…