Browsing Tag

restrictions

ବଡଦିନ ଓ ନୂଆବର୍ଷ ପାଇଁ କଟକଣା ଜାରି

ଭୁବନେଶ୍ୱର ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବଡଦିନ ଓ ନୂଆବର୍ଷ ପାଇଁ କଟକଣା । ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଡିସେମ୍ବର ୨୫ ରୁ ଜାନୁଆରୀ ୨ ଯାଏଁ ଏହି କଟକଣା ଆଜି ଲାଗୁ କରାଯାଇଛି । ବଡଦିନ ପାଳନ କେବଳ ଚର୍ଚ୍ଚ ଭିତରେ ସୀମିତ ରହିବା ପାଇଁ ନିର୍ଦେଶ ଦିଆଯାଇଛି । କୋଭିଡ…

ଜଗା ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି, ପୂର୍ବ ଘୋଷଣା ସହ ନୂଆ କଟକଣା ଯୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ପୂର୍ବ ଘୋଷଣା ସହ ଆଉ କିଛି ଯୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ସଂପୂର୍ଣ୍ଣ ନିଷେଧ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ମନା ।…

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଟୁଇଟ୍ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି। ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ…
error: Content is protected !!
Open chat