ଲଭ୍ ଜିହାଦ ଆଇନରେ ମୋହର ମାରିଲେ ମଧ୍ୟପ୍ରଦେଶର ଶିବରାଜ ସରକାର, ଅଭିଯୋଗ ପ୍ରମାଣିତ ହେଲେ ୧୦ ବର୍ଷ ଜେଲ୍
ଭୋପାଳ : ଲଭ୍ ଜିହାଦକୁ ବନ୍ଦ କରିବାକୁ ମଧ୍ୟପ୍ରଦେଶରେ ଆଣିଥିବା ‘ଧର୍ମ ସ୍ୱାତନ୍ତ୍ର୍ୟ ବିଧେୟକ ୨୦୨୦’ କୁ କ୍ୟାବିନେଟ୍ ଅନୁମୋଦନ କରିଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ବୈଠକରେ କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଛି। ଡିସେମ୍ବର!-->…