ପିଏଚଡି, ପିଜିି ଓ ଏମ.ଫିଲ ପିଲାଙ୍କ ପାଇଁ ଖୋଲିବ ବିଶ୍ୱବିଦ୍ୟାଳୟ ଓ କଲେଜ ଲାବୋରେଟୋରୀ
ଭୁବନେଶ୍ବର: ନଭେମ୍ବର ୩୦ରେ ଡିସେମ୍ବର ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରିଥିଲେ ରାଜ୍ୟ ସରକାର। ଏହି ଗାଇଡଲାଇନରେ ଡିସେମ୍ବର ୧ରୁ ରାଜ୍ୟରେ ସମସ୍ତ ମେଡିକାଲ କଲେଜ କୋଭିଡ ଗାଇଡଲାଇନ ସହ ଖୋଲିବାକୁ ଅନୁମତି ଦେବା ସହ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାର!-->…