ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର
ଭୁବନେଶ୍ବର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି!-->…