କରୋନା ମହାମାରୀ ସମୟରେ ଚାକିରି ହରାଇଥିବା ଲୋକଙ୍କୁ ଇ-ରିକ୍ସା ଦେବେ ସୋନୁ ସୁଦ
ନୂଆଦିଲ୍ଲୀ: ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତା ସୋନୁ ସୁଦ୍। ଲୋକଙ୍କୁ ସାହାଯ୍ୟ କରି ପୁଣି କୋଟି କୋଟି ଭାରତୀୟଙ୍କ ମନ କିଣିଛନ୍ତି ସୋନୁ। କରୋନା ମହାମାରୀ ଆରମ୍ଭ ହେବା ପରଠାରୁ ଗରିବଙ୍କ ପାଇଁ ଭଗବାନ ପାଲଟିଥିବା ସୋନୁ ଏବେ ପୁଣି ଅସହାୟଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି।!-->…