Browsing Tag

to

ତୃତୀୟ ଲହର ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ଜନ ସ୍ବାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତୃତୀୟ ଲହର ମୁକାବିଲା ଲାଗି ରାଜ୍ୟ ସରକାର ସମର୍ଥ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ଅଧିକ ବୋଲି ନିଜ…

ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶରେ ବିକଶିତ ଦୁଇଟି କୋଭିଡ୍‍ ୧୯ ଟିକା ଦ୍ୱାରା ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। କୋଭିଡ୍‍ ୧୯ ମହାମାରୀ ସମସ୍ୟାର ସମାଧାନ ଲାଗି ଉଦ୍ଦିଷ୍ଟ ଏହି ଦୁଇଟି ଭାରତୀୟ ଟିକା ଦ୍ୱାରା ସମ୍ପୂର୍ଣ୍ଣ ବିଶ୍ୱ…

କରୋନା ଟୀକାକରଣ : ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ସରକାରଙ୍କର ନିର୍ଦ୍ଦେଶ, ଆସନ୍ତାକାଲିଠାରୁ ଦେଶ ବ୍ୟାପି ଡ୍ରାଏ ରନ୍

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ପ୍ରତିଷେଧକ ଟିକା ପ୍ରଦାନ ଲାଗି କେନ୍ଦ୍ର ସରକାର ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇତିମଧ୍ୟରେ ୩୫କୋଟି ସିରିଞ୍ଜ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି। ପ୍ରାଥମିକତା ଦୃଷ୍ଟିରୁ…

ଆମେ ମୁଣ୍ଡ ନୁଆଁଇ, ହାତ ଯୋଡି ସବୁ ପ୍ରସଙ୍ଗରେ କୃଷକଙ୍କ ସହ ଆଲୋଚନା କରିବାକୁ ପ୍ରସ୍ତୁତ : ପ୍ରଧାନମନ୍ତ୍ରୀ ମୋଦୀ

ବିରୋଧୀଙ୍କ ଉପରେ ବର୍ଷିଲେ ମୋଦୀ ନୂଆଦିଲ୍ଲୀ : କୃଷି ଆଇନକୁ ନେଇ ଦେଶରେ କ୍ରମାଗତ ୨୩ ଦିନ ଚାଷୀ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର କୃଷକମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ବିରୋଧୀ ଦଳକୁ ଟାର୍ଗେଟ କରି ସେ…

ଜନସଂଖ୍ୟା ନିୟନ୍ତ୍ରଣ ପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ର ମନ୍ତ୍ରୀଙ୍କ ଦାବି

ପାଟନା: ଜନସଂଖ୍ୟା ନିୟନ୍ତ୍ରଣ ନିହାତି ଜରୁରୀ। ସାମାଜିକ ସ୍ତରରେ ସମନ୍ବୟ ରକ୍ଷା କ୍ଷେତ୍ରରେ ଜନସଂଖ୍ୟା ନିୟନ୍ତ୍ରଣ ଗୁରୁତ୍ଵପୂର୍ଣ୍ଣ। ତେଣୁ ଏଥିପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଦାବି କରିଛନ୍ତି। ଗିରିରାଜ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଦେଶର ବିକାଶ ଏବଂ…

ଆଇନ ବିରୋଧରେ ଆନ୍ଦୋଳନ କରିବା ମୌଳିକ ଅଧିକାର, କିନ୍ତୁ ଏଥିରେ କାହାକୁ ସମସ୍ୟା ନ ହେବା ଦରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇନ ବିରୋଧରେ ଆନ୍ଦୋଳନ କରିବା ଠିକ୍‌। ଏହା ପ୍ରତି ଭାରତୀୟଙ୍କର ମୌଳିକ ଅଧିକାର। କିନ୍ତୁ ଏହି ଆନ୍ଦୋଳନ ଅନ୍ୟମାନଙ୍କ ପ୍ରତି ସମସ୍ୟା ସୃଷ୍ଟି ନ କରିବା ଦରକାର ବୋଲି କହିଛନ୍ତି ସୁପ୍ରିମକୋର୍ଟ। ୩ କୃଷି ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ରୁଜୁ ହୋଇଥିବା ପିଟିଶନ…

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଟୁଇଟ୍ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି। ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ…

କରୋନା ମହାମାରୀ ସମୟରେ ଚାକିରି ହରାଇଥିବା ଲୋକଙ୍କୁ ଇ-ରିକ୍ସା ଦେବେ ସୋନୁ ସୁଦ

ନୂଆଦିଲ୍ଲୀ: ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତା ସୋନୁ ସୁଦ୍। ଲୋକଙ୍କୁ ସାହାଯ୍ୟ କରି ପୁଣି କୋଟି କୋଟି ଭାରତୀୟଙ୍କ ମନ କିଣିଛନ୍ତି ସୋନୁ। କରୋନା ମହାମାରୀ ଆରମ୍ଭ ହେବା ପରଠାରୁ ଗରିବଙ୍କ ପାଇଁ ଭଗବାନ ପାଲଟିଥିବା ସୋନୁ ଏବେ ପୁଣି ଅସହାୟଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି।…

କୃଷକ ଆନ୍ଦୋଳନକୁ ସମର୍ଥନ, ଇସ୍ତଫା ପତ୍ର ପଠାଇଲେ ପଞ୍ଜାବ ଜେଲର ଡ଼ିଆଇଜି

ପଞ୍ଜାବରେ କୃଷକ ଆନ୍ଦୋଳନକୁ ସମର୍ଥନ କରି ପୁରସ୍କାର ଫେରସ୍ତ ପରେ ଇସ୍ତଫା ପ୍ରକ୍ରିୟା ଜାରି ରହିଛି। ପଞ୍ଜାବର ଜେଲ ଡ଼ିଆଇଜି ଲଖବିନ୍ଦର ସିଂ ଜାଖର ତାଙ୍କ ଇସ୍ତଫା ପତ୍ର ପଞ୍ଜାବ ସରକାରଙ୍କ ନିକଟକୁ ପଠାଇଛନ୍ତି। ଏବେ ଏହା ଚର୍ଚ୍ଚାର ବିଷୟ ପାଲଟିଛି। ଇସ୍ତଫା ଦେବାର କାରଣ ହେଉଛି କୃଷି ଆଇନ…

ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ମୋହନ ଭାଗବତ

କଲକାତା : ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ବିଜେପି ରାଜ୍ୟରେ ନିଜର ସ୍ଥିତିକୁ ଆହୁରି ମଜବୁତ କରିବାକୁ ଚାହୁଁଛି। ତେଣୁ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନର ମୁଖ୍ୟ ମୋହନ ଭାଗବତ ମଧ୍ୟ ଶନିବାରଠାରୁ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି।ତାଙ୍କର ଏହି ଗସ୍ତ ସମୟରେ ସେ ରାଜ୍ୟର ଯୁବକମାନଙ୍କୁ…
error: Content is protected !!
Open chat