Browsing Tag

to

ଟିକାକରଣ ପାଇଁ ଏସଓପି ଜାରି କଲା କେନ୍ଦ୍ର: ଗୋଟିଏ ପର୍ଯ୍ୟାୟରେ ୧୦୦ଜଣଙ୍କୁ ଦିଆଯିବ କରୋନା ଟିକ‌ା

ନୂଆଦିଲ୍ଲୀ: ଭାରତରେ କରୋନା ଟିକାକରଣ ଉପରେ ସମସ୍ତଙ୍କ ନଜର ରହିଛି। ଟିକା ଆସିବା ପୂର୍ବରୁ ଭାରତ ସରକାର ଟିକାକରଣ କେମିତି ହେବ, ସେ ନେଇ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟ ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହାୟତା ଲୋଡ଼ିଛନ୍ତି। ଟିକାକରଣକୁ ସହଜ ଏବଂ ଭିଡ଼ କମାଇବା ପାଇଁ…

କଟକଣା ଭିତରେ ଖୋଲିବ ଶ୍ରୀମନ୍ଦିର,ଜିଲ୍ଲା ବାହାର ଲୋକଙ୍କୁ ଦେବାକୁ ପଡ଼ିବ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ

ପୁରୀ: ଜଗନ୍ନାଥପ୍ରେମୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ଶ୍ରୀମନ୍ଦିର। ଦୀର୍ଘ ୯ମାସ ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ପରେ ତାହାକୁ ପୁନଃ ଆରମ୍ଭ କରିବାକୁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଶନିବାର ଏ ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଥିବା…

କୃଷକ ଆନ୍ଦୋଳନରେ ସାମିଲ ହେବାକୁ ଆସୁଛି ୧୫୦୦ ଟ୍ରାକ୍ଟର, ସାଙ୍ଗରେ ଅଛନ୍ତି ୩୦ ହଜାର କୃଷକ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ ତିନୋଟି କୃଷି ଆଇନ ବିରୋଧରେ ଆନ୍ଦୋଳନକାରୀ କୃଷକ ଏବେ ସଂଗ୍ରାମ ଜାରି ରଖିଛନ୍ତି। ଆଗକୁ ମଧ୍ୟ ଏହାକୁ ଆହୁରି ବଡ ଧରଣ କରିବାର ଯୋଜନାରେ ଅଛନ୍ତି। ଭାରତୀୟ କୃଷକ ୟୁନିୟନର ଅଧ୍ୟକ୍ଷ ବଲବୀର. ଏସ୍. ରାଜେଓ୍ବାଲ କହିଛନ୍ତି, ଆମେ ୧୨ ଡିସେମ୍ବରରୁ…

ପଶ୍ଚିମବଙ୍ଗ ମୁଖ୍ୟ ସଚିବ, ଡିଜିପିଙ୍କୁ ଦିଲ୍ଲୀ ସମନ୍‌

କୋଲକାତା: ପଶ୍ଚିମବଙ୍ଗରେ ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଆକ୍ରମଣ ଘଟଣା ପରେ ପୁଣି ଥରେ କେନ୍ଦ୍ର-ରାଜ୍ୟ ମୁହାଁମୁହିଁ ହୋଇଛନ୍ତି। ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଥିଲା। ଶୁକ୍ରବାର ରାଜ୍ୟପାଳ ଜଗଦୀପ ଧନଖଡ଼ ଗୃହ…

ଆସନ୍ତା ଶିକ୍ଷାବର୍ଷରୁ ସ୍କୁଲରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ ଜଳଖିଆ

ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ (୨୦୨୧-୨୨)ରୁ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଜଳଖିଆ ଦିଆଯିବ। ବିଦ୍ୟାର୍ଥୀଙ୍କୁ ଦୁଇଓଳି ବିଦ୍ୟାଳୟରେ ଖାଇବାକୁ ଦିଆଯିବ। ଜାତୀୟ ଶିକ୍ଷା ନୀତିରେ ଏନେଇ ପ୍ରସ୍ତାବ ରହିଛି। ଜାତୀୟ ଶିକ୍ଷା ନୀତିକୁ କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ…

ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର –ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ମଙ୍ଗଳବାର) ଛୁଟି ଘୋଷଣା କରାଯାଇଛି। ତେବେ ବନ୍ଦ ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ବଜାୟ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା…

‘କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ: ବ୍ରିଟିଶ ଫାଇଜର୍‌ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍‌ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି ମାଗିଛି। ତେବେ ଏପରି ଆବେଦନ କରିବାରେ ସେରମ୍‌…

ପ୍ରଧାନମନ୍ତ୍ରୀଙ୍କୁ ସୁବ୍ରମଣ୍ୟମ୍ ସ୍ୱାମୀଙ୍କ ଚିଠି ସଂଶୋଧନ ହେଉ ‘ଜନ ଗଣ ମନ…’

ଭାରତର ଜାତୀୟ ସଙ୍ଗୀତ ‘ଜନ ଗଣ ମନ …. ’ରେ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ସାଂସଦ ସୁବ୍ରମଣ୍ୟମ୍‌ ସ୍ବାମୀ। ସଙ୍ଗୀତର ପ୍ରଥମ ତିନିଟି ଶବ୍ଦ (ଜନ-ଗଣ-ମନ)କୁ ପରିବର୍ତ୍ତନ କରିବାକୁ ସେ ଅନୁରୋଧ କରିଛନ୍ତି। ଏହି ଚିଠିର ଏକ ନକଲ ସେ…

ଆମରିକାରେ ସମସ୍ତ ନାଗରିକଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଟିକା : ଟ୍ରମ୍ପ ପ୍ରଶାସନ

ୱାଶିଂଟନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ :  ଆମରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି। କୋଭିଡ-୧୯ ଟିକା ପାଇଁ ତାଙ୍କ ଯୋଜନା ପ୍ରକାଶ କରିବା ସହିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହା ଉପରେ କାର୍ଯ୍ୟ ଆରମ୍ଭ କରିଛି। ଏହା…

କଙ୍ଗନା ରାଣାୱତଙ୍କୁ କେନ୍ଦ୍ର ସରକାର ଦେଲେ ‘ୱାଇ‘ ବର୍ଗର ସୁରକ୍ଷା; ଟ୍ୱିଟ କରି ଅମିତ ଶାହାଙ୍କୁ ଜଣାଇଲେ ଧନ୍ୟବାଦ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୯ : ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ‘ୱାଇ‘ ବର୍ଗର ସୁରକ୍ଷା ଦିଆଯାଇଛି। ଏଥିପାଇଁ ସେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଙ୍ଗନା କହିଛନ୍ତି ଯେ ସୃଷ୍ଟି ହୋଇଥିବା…
error: Content is protected !!
Open chat