Browsing Tag

today

ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ : ପାସ୍‌ ପ୍ରତିଶତ ୬୭.୫୬%, ପୁଣି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ବରଗଡ଼ ଜିଲ୍ଲାରେ ସର୍ବାଧିକ ପାସହାର ୭୬.୬୩%, ନବରଙ୍ଗପୁରରେ ସର୍ବନିମ୍ନ ୪୪.୬୭% କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୯ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ…

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା ରେଜଲ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ,୦୫/୦୯ ଭୁବନେଶ୍ୱର - ଆଜି ,ଶନିବାର ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ପରିଷଦର ୱେବ୍‌ ସାଇଟ୍‌ ରେ ସେମାନଙ୍କ ପରୀକ୍ଷା ଫଳ ଜାଣି ପାରିବେ । ଛାତ୍ରଛାତ୍ରୀମାନେ www.orissaresults.in ୱେବ୍‌…

ଆଜି ଜାତୀୟ କ୍ରୀଡ଼ା ଦିବସ : ଭର୍ଚୁଆଲ୍‌ ପ୍ଲାଟଫର୍ମରେ ପ୍ରଦାନ କରାଯିବ କ୍ରୀଡ଼ା ପୁରସ୍କାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୮: ଶନିବାର ଜାତୀୟ କ୍ରୀଡ଼ା ଦିବସ। ଜାତୀୟ କ୍ରୀଡ଼ା ଦିବସରେ ଖେଳରତ୍ନ, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ, ଧ୍ୟାନଚାନ୍ଦ ଆଦି ପୁରସ୍କାର ପ୍ରଦାନ କରାଯାଇଥାଏ। ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ…

ଆଜିଠୁ ଭୁବନେଶ୍ବରରେ କୋରୋନା ପାଇଁ ଦ୍ବିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: ଭୁବନେଶ୍ବରରେ ଆଜିଠୁ କୋରୋନା ପାଇଁ ଦ୍ବିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ। ୨୫ଟି ୱାର୍ଡରେ ଏହି ସର୍ଭେ ହେବ। ୨ ଦିନରେ ୧୫୦୦ ନମୁନା ସଂଗ୍ରହ  କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। RMRCର ଟେକ୍ନିକାଲ ଓ ଭୁବନେଶ୍ୱର ମହାନଗର ନିଗମ(BMC)ର…

ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତାକାଲି(ଶୁକ୍ରବାର)ଠାରୁ ଆବେଦନ ଆରମ୍ଭ ହେବ । ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ…

ଆଜି ପୂର୍ବାହ୍ନ ୧୧.୩୦ରେ ପ୍ରକାଶ ପାଇବ +୨ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: ଆଜି ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ୧୯ ତାରିଖ ପୂର୍ବାହ୍ନ ୧୧ ଟା ୩୦ରେ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ…

ଆଜି ଠାରୁ ଖୋଲିଲା ମା’ବୈଷ୍ଣୋ ଦେବୀଙ୍କ ମନ୍ଦିର ,ମା’ଙ୍କୁ ପ୍ରତିଦିନ ୨ହଜାର ଭକ୍ତ ଦର୍ଶନ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ : କରୋନା ମହାମାରୀ ପାଇଁ ବନ୍ଦ ଥିବା ମା’ବୈଷ୍ଣବୀ ଦେବୀଙ୍କ ମନ୍ଦିର ଆଜି ଠାରୁ ଭକ୍ତଙ୍କ ପାଇଁ ଖୋଲା ଯାଇଛି। ଜମ୍ମୁ-କାଶ୍ମୀର ପ୍ରଶାସନ ୧୬ ଅଗଷ୍ଟ ଅର୍ଥାତ ଆଜି ଠାରୁ ମା’ବୈଷ୍ଣବୀ ଦେବୀଙ୍କ ଯାତ୍ରା ଆରମ୍ଭ କରିବାକୁ ଅନୁମତି ପ୍ରଦାନ କରିଛି।…
error: Content is protected !!
Open chat