‘କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍ଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ: ବ୍ରିଟିଶ ଫାଇଜର୍ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି ମାଗିଛି। ତେବେ ଏପରି ଆବେଦନ କରିବାରେ ସେରମ୍!-->…