Browsing Tag

vaccination

ଭାରତରେ କୋଭିଡ୍‌ ଟିକାକରଣ ଅଭିଯାନର ୧ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ୍‌-୧୯ ମହାମାରୀ ବିରୁଦ୍ଧରେ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନର ରବିବାର ଦିନ ଏକ ବର୍ଷ ପୂର୍ତ୍ତି ହୋଇଛି। ଏହି ଅବଧି ମଧ୍ୟରେ ୧୫୬.୭୬ କୋଟିରୁ ଅଧିକ ଟିକା ଡୋଜ୍‌ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ସ୍ୱାସ୍ଥ୍ୟ…

ରାଜସ୍ଥାନରେ ଟିକାକରଣ ବାଧ୍ୟତାମୂଳକ

ନୂଆଦିଲ୍ଲୀ ୨୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ରାଜ୍ୟରେ ଟିକାକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜସ୍ଥାନ ସରକାର । ଦେଶର ୧୭ ରାଜ୍ୟ ସହ ରାଜସ୍ଥାନରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।…

ସାରା ଦେଶରେ କରୋନା ଟୀକାକରଣ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସବୁ ସଫଳତାର ଶ୍ରେୟ ଦେଲେ ବୈଜ୍ଞାନିକଙ୍କୁ https://twitter.com/narendramodi/status/1350306962676715522 ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ଟିକା ବିକଶିତ କରିବା ପାଇଁ ବହୁ ବର୍ଷ ଲାଗିଥାଏ କିନ୍ତୁ ଆମ ବୈଜ୍ଞାନିକମାନେ ବହୁତ କମ ସମୟରେ ମେଡ଼ ଇନ…

ଆସନ୍ତା ୧୦ ଦିନ ମଧ୍ୟରେ ଦେଶରେ କରୋନା ଟିକାଦାନ ଆରମ୍ଭ ହେବ : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଆସନ୍ତା ୧୦ ଦିନ ମଧ୍ୟରେ ଅର୍ଥାତ ଜାନୁଆରି ୧୩-୧୪ ସୁଦ୍ଧା ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇପାରେ ବୋଲି ଆଜି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ଏକ ସାମ୍ବାଦିକ ସମ୍ମିଳନୀ ଅବସରରେ ସେ କହିଛନ୍ତି ଯେ ଦେଶରେ ଉପଲବ୍ଧ…

କରୋନା ଟୀକାକରଣ : ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ସରକାରଙ୍କର ନିର୍ଦ୍ଦେଶ, ଆସନ୍ତାକାଲିଠାରୁ ଦେଶ ବ୍ୟାପି ଡ୍ରାଏ ରନ୍

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ପ୍ରତିଷେଧକ ଟିକା ପ୍ରଦାନ ଲାଗି କେନ୍ଦ୍ର ସରକାର ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇତିମଧ୍ୟରେ ୩୫କୋଟି ସିରିଞ୍ଜ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି। ପ୍ରାଥମିକତା ଦୃଷ୍ଟିରୁ…

୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ପ୍ରଥମ ଦଫାରେ ଦିଆଯିବ କରୋନା ଟିକା

କରୋନା ପ୍ରତିଷେଧକ ପ୍ରଥମେ ସ୍ୱାସ୍ଥ୍ୟକ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଓ ସ୍ୱେଚ୍ଛାସେବୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ। ତା’ଛଡା ୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ମଧ୍ୟ କୋଭିଡ ପ୍ରତିଷେଧକ ପ୍ରଥମ ଦଫାରେ ଦିଆଯିବ। ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଯୋଜନା ପ୍ରସ୍ତୁତ କରିଛି।…

୫ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାଗଣାରେ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ ସାରା ବିଶ୍ୱ ଏବେ ତତ୍ପର । କେବେ ସମସ୍ତଙ୍କୁ ମିଳିବ ଟିକା । ଟିକା କେତେ ଫଳପ୍ରଦ ହେବ ତାକୁ ନେଇ ରାଷ୍ଟ୍ରମୁଖ୍ୟମାନେ ଏବେ ବିଚାର ବିମର୍ଶ କରିବାରେ ଲାଗିଛନ୍ତି । ହେଲେ ସାଧାରଣ ଲୋକଟି ଭାବୁଛି ତାକୁ ଟିକା ମାଗଣାରେ ମିଳିବ ନା ଟିକା ବାବଦରେ ସରକାର ତାଙ୍କ…

ଆମରିକାରେ ସମସ୍ତ ନାଗରିକଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଟିକା : ଟ୍ରମ୍ପ ପ୍ରଶାସନ

ୱାଶିଂଟନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ :  ଆମରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି। କୋଭିଡ-୧୯ ଟିକା ପାଇଁ ତାଙ୍କ ଯୋଜନା ପ୍ରକାଶ କରିବା ସହିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହା ଉପରେ କାର୍ଯ୍ୟ ଆରମ୍ଭ କରିଛି। ଏହା…
error: Content is protected !!
Open chat