Browsing Tag

west bengal

ବଢ଼ୁଛି ମମତାଙ୍କ ଅଡ଼ୁଆ: ବନ ମନ୍ତ୍ରୀ ରାଜୀବ ବାନାର୍ଜୀ ଦେଲେ ପଦରୁ ଇସ୍ତଫା

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଓ ତୃଣମୂଳ ସମସ୍ୟା ବଢ଼ିବାରେ ଲାଗିଛି । ପୂର୍ବରୁ କିଛି ସାଂସଦ ଓ ବିଧାୟକ ଦଳ ଛାଡ଼ିଥିଲେ । ଏହାପରେ ଅଧିକାରୀ ଭ୍ରାତା ମମତାଙ୍କୁ ଛାଡ଼ି ଚାଲିଯିବା ପରେ ଜଣକ ପରେ ଜଣେ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେବାରେ ଲାଗିଛନ୍ତି । ଆଉ ୩ ମାସ ପରେ ପଶ୍ଚିମବଙ୍ଗ…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ସୌରଭ ଗାଙ୍ଗୁଲି, ରାଜନୈତିକ ମହଲରେ ଚର୍ଚ୍ଚା

କୋଲକାତା,୨୭/ ୧୨: ଆଗକୁ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ରାଜନୈତିକ ଦଳ। ଏସବୁ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଭାପତି ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି କରିବା ନେଇ ଚର୍ଚ୍ଚା ଜୋର…

ବିଜେପିକୁ ୫ ବର୍ଷ ଦିଅନ୍ତୁ, ପଶ୍ଚିମବଙ୍ଗକୁ ‘ସୋନାର୍‌ ବାଙ୍ଗଲା’ କରି ଦେଖାଇବୁ : ଅମିତ ଶାହା

କଲକାତା : ଆଉ କିଛି ମାସ ପରେ ପଶ୍ଚିମବଙ୍ଗରେ ହେବ ବିଧାନସଭା ନିର୍ବାଚନ। ଏଥର ପଶ୍ଚିମବଙ୍ଗକୁ ଦଖଲ କରିବା ଲାଗି ବିଜେପି ଜୋରଦାର ଉଦ୍ୟମ ଚଳାଇଥିବାବେଳେ ଶାସକ ଟିଏମ୍‌ସି କ୍ଷମତା ବଜାୟ ରଖିବାକୁ ନିଜର ପ୍ରୟାସ ଜାରି ରଖିଛି । ତେବେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ବିଧାୟକ ଏବଂ ନେତାମାନେ ଦଳ…

ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ରକୁ ରିପୋର୍ଟ ଦେଲେ ରାଜ୍ୟପାଳ, ପଶ୍ଚିମବଙ୍ଗ ଯିବେ ଶାହ

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହଲ୍‌ଚଲ୍‌ ଆରମ୍ଭ ହୋଇଯାଇଛି। ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଉପରେ ଗୁରୁବାର ଆକ୍ରମଣକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇଛନ୍ତି। ଗତ ଗୁରୁବାର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ…

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡଙ୍କ ବିସ୍ଫୋରକ ବୟାନ : କହିଲେ ମମତା ସରକାର ରାଜଭବନ ଉପରେ ଗୁଇନ୍ଦା ନଜର ରଖୁଛନ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ କୋଲକାତା ୧୭/୦୮ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ମତଭେଦ ମଧ୍ୟରେ ରବିବାର ରାଜ୍ୟପାଳ ଏକ ବିସ୍ଫୋରକ ବୟାନ ରଖିଛନ୍ତି। ରାଜ୍ୟପାଳ ଜଗଦୀପ ଧନଖଡ ମମତା ସରକାରଙ୍କ ବିରୋଧରେ ଅଭିଯୋଗ ଆଣି କହିଛନ୍ତି ରାଜଭବନ ଉପରେ ଗୁଇନ୍ଦା ନଜର…
error: Content is protected !!
Open chat