Browsing Tag

will

ରାଜ୍ୟର ସମସ୍ତ ଔଷଧ ଦୋକାନୀ ଓ କର୍ମଚାରୀ ନେବେ କରୋନା ଟିକା

ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କୋଭିଡ ବିରୋଧୀ ଯୁଦ୍ଧରେ ଏବେ ଟିକାକରଣରୁ ସବୁଠୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି । ଏହି କ୍ରମରେ ଆଜି ଓଡିଶା ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ରାଜ୍ୟରେ ଥିବା ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ…

କେନ୍ଦ୍ର-ପଶ୍ଚିମବଙ୍ଗ ଟକ୍କର, କେନ୍ଦ୍ରୀୟ ଡେପୁଟେସନ୍ ପାଇଁ ୩ ଆଇପିଏସ ଅଧିକାରୀଙ୍କୁ ଛାଡିବେନି ମମତା ବାନାର୍ଜୀ

ପଶ୍ଚିମବଙ୍ଗର ତିନିଜଣ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଡେପୁଟେସନରେ ପଠାଇବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମମତା ସରକାର କହିଛନ୍ତି ଯେ ସେମାନେ ଏହି ଅଧିକାରୀମାନଙ୍କୁ ପଠାଇବେ ନାହିଁ। ଗୃହ ମନ୍ତ୍ରାଳୟ ଏ ସମ୍ପର୍କିତ ପତ୍ର ପଶ୍ଚିମବଙ୍ଗ ସରକାରଙ୍କ ଠାରୁ ପାଇଥିବା ସୂଚନା…

ଘରେ ପହଞ୍ଚିବ କରୋନା ଟୀକାକରଣ ସୂଚନା, ଜାଣିପାରିବେ ଟୀକାକରଣ କେନ୍ଦ୍ର ଓ ସମୟ

କରୋନା ଟୀକାକରଣ ପାଇଁ ଦିନକୁ ଦିନ ସମ୍ଭାବନା ବୃଦ୍ଧି ପାଉଥିବା ବେଳେ କାହାକୁ କେଉଁଠି ଓ କେଉଁ ସମୟରେ ଟୀକାକରଣ କରାଯିବ ସେ ନେଇ ଜାଣିବା ଆବଶ୍ୟକ ହୋଇପଡିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ଏଏନଏମ, ଆଶା କର୍ମୀ ଏବଂ ଅଙ୍ଗନୱାଡି କର୍ମୀମାନେ ପୂର୍ବରୁ ସ୍ଥିରୀକୃତ ଲୋକଙ୍କ ଘରକୁ ଯାଇ ଭୋଟର…

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ! ୬୫ ବର୍ଷରୁ ଅଧିକ ବୟସ୍କ ଏବଂ ପିଲାଙ୍କୁ ନଆସିବାକୁ କରାଯିବ ଅନୁରୋଧ

ଜାନୁଆରି ୧ ଓ ୨ ତାରିଖ ଦୁଇ ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ପୁରୀ ୧୨।୧୨ : ଖୋଲିବ ଶ୍ରୀମନ୍ଦିର । ଶ୍ରୀ ମନ୍ଦିର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ସୁପାରିସ୍‌ କରାଯିବ। ୨ ଦିନ ଭିତରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ସରକାରଙ୍କଠାରୁ ଅନୁମତି ମିଳିବା ପରେ ଶ୍ରୀମନ୍ଦିର ଖୋଲାଯିବ।…

କାଟ ଖାଇଲା ସରକାରଙ୍କ ପ୍ରସ୍ତାବ, ଦେଶବ୍ୟାପୀ ଜୋରଦାର ହେବ ବିକ୍ଷୋଭ

ଆଜି ସରକାରଙ୍କ ପକ୍ଷରୁ ଦିଆଯାଇଥିବା ୧୯ ପୃଷ୍ଠାର ପ୍ରସ୍ତାବକୁ କୃଷକ ସଙ୍ଗଠନ ଅଗ୍ରାହ୍ୟ କରିଛି। ପ୍ରସ୍ତାବ ପାଇବା ପରେ କୃଷକ ସଂଗଠନଗୁଡିକ ଏହି ପ୍ରସ୍ତାବ ଉପରେ ବ୍ୟାପକ ଆଲୋଚନା ପର୍ଯ୍ୟାଲୋଚନା କରିବା ପରେ ଦିଲ୍ଲୀ-ହରିୟାଣା ସୀମା ସିଙ୍ଗୁ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ…

ଦେଶରେ ଆସନ୍ତା ବର୍ଷ ପ୍ରାରମ୍ଭରେ ଉପଲବ୍ଧ ହେବ କୋଭିଡ-୧୯ ଟିକା : ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ : ଆସନ୍ତା ବର୍ଷ ଆରମ୍ଭ ସୁଦ୍ଧା ଦେଶରେ କୋଭିଡ-୧୯ ଟିକା ଉପଲବ୍ଧ ହେବ ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ଼କ୍ଟର ହର୍ଷବର୍ଦ୍ଧନ ଆଶା ପ୍ରକଟ କରିଛନ୍ତି। ସେ ସୂଚନା ଦେଇଛନ୍ତି ଯେ ତିନିଟି ଟିକା ପ୍ରାର୍ଥୀ…
error: Content is protected !!
Open chat